ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଦିଲ୍ଲୀ ଏମ୍ସ ଗଲେ ସୁରେଶ ପୂଜାରୀ

0

ଭୁବନେଶ୍ବର: ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ। ଅଧିକ ଚିକିତ୍ସା ପାଇଁ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି। ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ।

ମଙ୍ଗଳବାର ରାତିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ ହୋଇଥିଲେ। ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରିଥିଲେ। ଆଜି ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.