ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ପରଲୋକରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ର

0

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ହୃଦଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ଫଟୋ ଏକ୍ସ ରେ ସେୟାର କରି ଶୋକ ପ୍ରକାଶ କରି କରିଛନ୍ତି। ସେ ଲେଖିଛନ୍ତି ଯେ, ତାଙ୍କର ବିୟୋଗ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି। ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା କରୁଛି। ସେପଟେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.