ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ପଶ୍ଚିମବଙ୍ଗ, ଆସାମ, କେରଳ, ତାମିଲନାଡୁ ଓ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା

0

ନୂଆଦିଲ୍ଲୀ: ଚଳିତ ବର୍ଷ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ନିର୍ବାଚନ ହେବାକୁ ଯାଉଛି। ଏନେଇ ଆଜି ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାର ତାରିଖ ଘୋଷଣା କରିସାରିଛନ୍ତି।
ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। କେବଳ ପଶ୍ଚିମବଙ୍ଗ ବ୍ୟତୀତ ଅନ୍ୟ ୪ ଟିରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ବେଳେ ପଶ୍ଚିମବଙ୍ଗରେ ଦୁଇଟି ପର୍ଯ୍ୟାୟରେ ଭୋଟିଂ ହେବ। ଆସାମରେ ଓ କେରଳରେ ୯ ଏପ୍ରିଲ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ। ଏପ୍ରିଲ ୨୩ ଓ ୨୯ରେ ହେବ ନିର୍ବାଚନ।
ସେହିପରି, ତାମିଲନାଡୁରେ ୨୩ ଏପ୍ରିଲରେ ଗୋଟିଏ ପର୍ଯ୍ୟାୟରେ ହେବ। ପଡୁଚେରୀରେ ଏପ୍ରିଲ ୯ରେ ଗୋଟିଏ ପର୍ଯ୍ୟାୟରେ ଭୋଟ ହେବ। ସମସ୍ତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ମେ ୪ ତାରିଖରେ ଘୋଷଣା କରାଯିବ।

Leave A Reply

Your email address will not be published.