ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ

0

ପାକିସ୍ତାନ: ପାକିସ୍ତାନର କରାଚିରେ ପ୍ରବଳ ବର୍ଷା ଓ ଝଡ଼ ଯୋଗୁଁ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଛି। ବୁଧବାର ରାତିରେ ଘଟିଥିବା ଏହି ଦୁର୍ଘଟଣାରେ କମ୍ ସେ କମ୍ ୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି।

ବାଲଦିଆ ଟାଉନରେ ଏକ ପରିତ୍ୟକ୍ତ କୋଠା ଭୁଶୁଡ଼ି ପଡ଼ି ୧୩ ଜଣଙ୍କ ଜୀବନ ଯାଇଥିଲା। ଅନ୍ୟ ସ୍ଥାନଗୁଡ଼ିକରେ କାନ୍ଥ ଓ ଛାତ ପଡ଼ିବା ସହ ବଜ୍ରପାତ ଓ ଗଛ ପଡ଼ିବା ଯୋଗୁଁ ମଧ୍ୟ ମୃତ୍ୟୁ ଘଟିଛି। ଝଡ଼-ବର୍ଷା ପ୍ରଭାବରେ ସିନ୍ଧ ପ୍ରଦେଶରେ ବିଦ୍ୟୁତ ସେବା ବିଘ୍ନିତ ହୋଇଥିବା ବେଳେ ଆଗାମୀ ଦିନରେ ଆହୁରି ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.