ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଟ୍ରମ୍ପଙ୍କ ବଡ ଘୋଷଣା, ୫ ଦିନ ପାଇଁ ଯୁଦ୍ଧ ସ୍ଥଗିତ

0

ନ୍ୟୁଜ୍ ବ୍ୟୁରୋ: ଇରାନ ବିରୋଧରେ ଯୋଜନାବଦ୍ଧ ସାମରିକ ଆକ୍ରମଣକୁ ଆମେରିକା ପକ୍ଷରୁ ୫ ଦିନ ପାଇଁ ସ୍ଥଗିତ ରଖାଯାଇଛି। ୱାଶିଂଟନ ଓ ତେହେରାନ ମଧ୍ୟରେ ଚାଲିଥିବା ଆଲୋଚନାକୁ ଅବକାଶ ଦେବା ପାଇଁ ଏହି ପଦକ୍ଷେପ ନିଆଯାଇଛି ବୋଲି ଟ୍ରମ୍ପ କହିଛନ୍ତି। ଟ୍ରମ୍ପ ତାଙ୍କ ବିବୃତ୍ତିରେ କହିଛନ୍ତି ଯେ, ଗତ ଦୁଇ ଦିନ ଧରି ଆମେରିକା ଓ ଇରାନ ମଧ୍ୟରେ “ଫଳପ୍ରଦ ଆଲୋଚନା” ହୋଇଛି। ସେଥିପାଇଁ ପ୍ରତିରକ୍ଷା ବିଭାଗକୁ ଇରାନର ଶକ୍ତି କେନ୍ଦ୍ର ଓ ଏନର୍ଜି ଭିତ୍ତିଭୂମି ଉପରେ ଯେକୌଣସି ଆକ୍ରମଣକୁ ଅସ୍ଥାୟୀ ଭାବେ ରୋକିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ବୟାନ ପରେ ବିଶ୍ୱ ତୈଳ ବଜାରରେ ବଡ଼ ପରିବର୍ତ୍ତନ ଦେଖାଗଲା। ଅଶୋଧିତ ତୈଳ ମୂଲ୍ୟ ପ୍ରାୟ ୧୧% କମିଛି।

ତେବେ ଇରାନ ପକ୍ଷରୁ ଏହି ଆଲୋଚନା କିମ୍ବା କୌଣସି ସର୍ତ୍ତ ଗ୍ରହଣ ସମ୍ପର୍କରେ ଏପର୍ଯ୍ୟନ୍ତ ଆଧିକାରିକ ସୂଚନା ମିଳିନାହିଁ। ଯାହା ଫଳରେ ପରିସ୍ଥିତି ଏବେ ମଧ୍ୟ ଅନିଶ୍ଚିତ ରହିଛି।

Leave A Reply

Your email address will not be published.