ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ସୋଆରେ ଉତ୍କଳ ଦିବସ ପାଳିତ

0

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ ପକ୍ଷରୁ ବୁଧବାର ୯୧ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି। ସୋଆର ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ସ୍ୱତନ୍ତ୍ର ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ସୋଆ ଆନ୍ତର୍ଜାତିକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଏବଂ ବରିଷ୍ଠ କର୍ମକର୍ତାଗଣ ଯୋଗ ଦେଇ ଉତ୍କଳ ପ୍ରଦେଶ ଗଠନର ମହାନ ବରପୁତ୍ର ମାନଙ୍କର ସ୍ମୃତି ଚାରଣ କରିଥିଲେ।

ଏହି ଅବସରରେ ଉପସ୍ଥିତ ବ୍ୟକ୍ତି ବିଶେଷ ବନ୍ଦେ ଉତ୍କଳ ଜନନୀ ଗାନ କରିବା ସହ ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମକୁ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପରିଚାଳନା କରିଥିଲେ।

Leave A Reply

Your email address will not be published.