ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ନୂଆ ଅବକାରୀ ନୀତି: ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି

0

ନ୍ୟୁଜ୍ ବ୍ୟୁରୋ: ଓଡ଼ିଶା ସରକାର ୨୦୨୬–୨୯ ଅବଧି ପାଇଁ ନୂଆ ଅବକାରୀ ନୀତିରେ ଟେଟ୍ରା ପ୍ୟାକ୍‌ରେ ମଦ ବିକ୍ରୟକୁ ଅନୁମତି ଦେଇଛନ୍ତି। ଏହି ସୂଚନା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଦେଇଛନ୍ତି। ଟେଟ୍ରା ପ୍ୟାକ୍‌ ବ୍ୟବସ୍ଥା ୨୦୧୪ରୁ ନୀତିରେ ଥିଲେ ମଧ୍ୟ ଏପର୍ଯ୍ୟନ୍ତ ରାଜ୍ୟରେ ଚଳିତ ହୋଇନଥିଲା। ବର୍ତ୍ତମାନ ଲାଇସେନ୍ସପ୍ରାପ୍ତ ଉତ୍ପାଦକ ଓ ବ୍ୟବସାୟୀମାନେ ଏହାରେ ମଦ ବିକ୍ରୟ କରିପାରିବେ।

ଭାରତୀୟ ନିର୍ମିତ ବିଦେଶୀ ମଦ କାଚ ବୋତଲ ସହିତ ୧୮୦ ମିଲି ଟେଟ୍ରା ପ୍ୟାକ୍‌ରେ ବିକ୍ରୟ ହେବ। ପ୍ୟାକେଟ୍‌ରେ ସୁରକ୍ଷା ସ୍ତର ଓ ବ୍ୟବହାର ସମୟ ସ୍ପଷ୍ଟ ଉଲ୍ଲେଖ ଅନିବାର୍ୟ କରାଯାଇଛି। ଏହି ନିଷ୍ପତ୍ତିକୁ ବିରୋଧୀ ଦଳ ଆପତ୍ତି ଜଣାଇ ଏହାକୁ “ଅନୈତିକ” ଓ “ଯୁବବିରୋଧୀ” ବୋଲି ଅଭିହିତ କରିଛନ୍ତି।

Leave A Reply

Your email address will not be published.