ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ

0

ତାମିଲନାଡୁ: ଟିଭିକେ ନେତା ଚନ୍ଦ୍ରଶେଖର ଯୋଶେଫ ବିଜୟ ରବିବାର ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସଦ୍ୟ ସମାପ୍ତ ବିଧାନସଭା ନିର୍ବାଚନରେ ବିଜୟ ତିରୁଚିରାପଲ୍ଲୀ-ପୂର୍ବ (ତ୍ରିଚି) ଏବଂ ପେରାମ୍ବୁର ଏହି ଦୁଇଟି ଆସନରୁ ପ୍ରତିଦ୍ବନ୍ଦ୍ବିତା କରି ଉଭୟ ଆସନରେ ବିଜୟୀ ହୋଇଥିଲେ। ତେବେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ସେ ତ୍ରିଚି ଆସନରୁ ଇସ୍ତଫା ଦେଇଥିବା ଜଣାପଡିଛି। ବିଜୟ ତ୍ରିଚି ଆସନରେ ଡିଏମକେ ପ୍ରାର୍ଥୀ ଏସ୍‌. ଇନିଗୋ ଇରୁଦାୟାରାଜଙ୍କୁ ଏବଂ ପେରାମ୍ବୁର ଆସନରେ ଡିଏମକେର ଆର୍‌.ଡି. ଶେଖରଙ୍କୁ ପରାସ୍ତ କରିଥିଲେ।

Leave A Reply

Your email address will not be published.