ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ହିମନ୍ତ ବିଶ୍ୱଶର୍ମା

0

ଆସାମ: ଆସାମରେ ପୁଣି ହିମନ୍ତ ସରକାର । ହିମନ୍ତ ବିଶ୍ୱଶର୍ମା ଦ୍ୱିତୀୟ ଥର ପାଇଁ ଆସାମ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି।ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଖାନାପଡା ଭେଟେନାରୀ କଲେଜ ଗ୍ରାଉଣ୍ଡରେ ଆୟୋଜିତ ଏହି ଶପଥ ଗ୍ରହଣ ସମାରୋହ ଭବ୍ୟ ଭାବେ ଅନୁଷ୍ଠିତ ହୋଇଛି। ଏହା ସହ ଆସାମରେ ଲଗାତାର ତୃତୀୟ ଥର ପାଇଁ ଏନଡିଏ ନେତୃତ୍ୱାଧୀନ ସରକାର ଗଠିତ ହୋଇଛି।

ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସହିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ। ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଯୋଗ ଦେଇଥିଲେ। ହିମନ୍ତ ବିଶ୍ୱଶର୍ମା ଶପଥ ଗ୍ରହଣ ପରେ ସୋସିଆଲ ମିଡିଆରେ ତାଙ୍କ ନୂତନ କ୍ୟାବିନେଟ ସଦସ୍ୟଙ୍କ ନାମ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ତାଙ୍କ ସହ ଆଉ କିଛି ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି ଏବଂ ନୂତନ ସରକାର ଆସାମକୁ ବିକାଶର ନୂତନ ଶିଖରକୁ ନେବାକୁ ସମର୍ପିତ ରହିବ। ଶପଥ ଗ୍ରହଣ ପରେ ନୂତନ ସରକାର ଶୀଘ୍ର ପ୍ରଥମ କ୍ୟାବିନେଟ ବୈଠକ କରିବା ଯୋଜନା ରହିଛି।

Leave A Reply

Your email address will not be published.