ପ୍ରମୁଖ ଖବର

ସୋଆର ୨୦ତମ ପ୍ରତିଷ୍ଠା ଦିବସରେ ବିଶ୍ୱବିଦ୍ୟାଳୟର ସଫଳତା, ଉତ୍କର୍ଷ ଓ ଅଗ୍ରଗତିର ସ୍ମୃତିଚାରଣ
ଏସସିବି ମେଡିକାଲ ଆଇସିୟୁ ଅଗ୍ନିକାଣ୍ଡ ଘଟଣା
ଆଉ ଦୁଇ ମାସ ବଢିଲା ଲକ୍ଷ୍ମୀଧର ବିଶ୍ୱାଳ କମିସନ କାର୍ଯ୍ୟକାଳ
ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଇଁ କ୍ୟାରିୟର ଗାଇଡାନ୍ସ
ବୋର୍ଡ ପରୀକ୍ଷା ପରେ କେଉଁ କ୍ଷେତ୍ରରେ କ୍ୟାରିୟର ଗଢିବେ ଛାତ୍ରଛାତ୍ରୀ, ସେ ଦିଗରେ ଦିଆଯିବ ପ୍ରଶିକ୍ଷଣ
ଆୟୁଷ୍ମାନ କାର୍ଡରେ ସ୍ବତନ୍ତ୍ର ସୁବିଧା ପାଇବେ କ୍ୟାନସର ରୋଗୀ
କ୍ୟାନସର ଆରୋଗ୍ୟ ଯୋଜନାରେ ମିଳିବ ସୁବିଧା
ଆୟୁଷ୍ମାନ କାର୍ଡରେ ଯୋଡି ହେବ ନୂଆ ୧୨୧ଟି ପ୍ୟାକେଜ
ରାଜ୍ୟ ପାଣ୍ଠିରୁ ଖର୍ଚ୍ଚ ହେବ ଟଙ୍କା, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା
ପଞ୍ଚାୟତିରାଜ ବିଭାଗ ନାଁରେ ନକଲି ପଦୋନ୍ନତି ଆଦେଶ ଭାଇରାଲ, ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ସରକାର
ଜିପିଡିଓ ଓ ପିଏଙ୍କ ପଦୋନ୍ନତି ନାଁରେ ଘୁରି ବୁଲୁଛି ନକଲି ଆଦେଶ
ଗୃହବିଭାଗକୁ ଏଫ୍‌ଆଇଆର୍‌ ଓ ସାଇବର ତଦନ୍ତ ପାଇଁ ଚିଠି ଲେଖିଲା ପଞ୍ଚାୟତିରାଜ ବିଭାଗ
ଆସନ୍ତାକାଲି ଶ୍ରୀମନ୍ଦିର ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସ୍‌ରେ କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
ଜଳନ୍ଧରରୁ ୬,୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
ସରିଲା ପ୍ରଥମ ପର୍ଯ୍ୟାୟ +୨ ନାମଲେଖା; ଏବେ ବି ଖାଲି ୨.୧୮ ଲକ୍ଷ ଆସନ
ଆର୍ଯ୍ୟନ୍‌ ଓ ପାଂଶୁଲ ନିଟ୍‌-ୟୁଜି ୨୦୨୬ର ଯୁଗ୍ମ ଟପ୍ପର୍‌, ଓଡ଼ିଶାର ସାତ୍ତ୍ୱିକ ପଟ୍ଟନାୟକଙ୍କ ଅଲ୍ ଇଣ୍ଡିଆ ରାଙ୍କ ୪୦
ଶରଧାବାଲିରେ ଲାଗିଲା ତିନି ରଥ; ଆସନ୍ତାକାଲି ଆଡ଼ପ ମଣ୍ଡପ ବିଜେ କରିବେ ଚତୁର୍ଦ୍ଧା ମୂର୍ତ୍ତି

ଆୟୁଷ୍ମାନ କାର୍ଡରେ ମିଳିବ କ୍ୟାନସର ଚିକିତ୍ସା, ରାଜ୍ୟ ପାଣ୍ଠିରୁ ବହନ ହେବ ଖର୍ଚ୍ଚ

0

ଭୁବନେଶ୍ବର: ରାଜ୍ୟର କ୍ୟାନସର ରୋଗୀଙ୍କ ପାଇଁ ଆସିଛି ବଡ଼ ଆଶ୍ୱସ୍ତି। ଏଣିକି ଆୟୁଷ୍ମାନ ଭାରତ କାର୍ଡ ମାଧ୍ୟମରେ କ୍ୟାନସର ଚିକିତ୍ସା ସୁବିଧା ମିଳିବ। ଏନେଇ ଶନିବାର ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ।

ମନ୍ତ୍ରୀ କହିଛନ୍ତି ଯେ, ଚଳିତ ବଜେଟରେ ‘ମୁଖ୍ୟମନ୍ତ୍ରୀ କ୍ୟାନସର ଆରୋଗ୍ୟ ଯୋଜନା’କୁ ସାମିଲ କରାଯାଇଛି। ସେହିପରି ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୧୨୧ଟି ନୂତନ ପ୍ୟାକେଜ ଅନ୍ତର୍ଭୁକ୍ତ କରାଯାଇଛି। ଏହି ପ୍ୟାକେଜଗୁଡ଼ିକ ମଧ୍ୟରେ କ୍ୟାନସର ଚିକିତ୍ସା ସମ୍ପର୍କିତ ବିଭିନ୍ନ ସୁବିଧା ମଧ୍ୟ ରହିଛି।
କ୍ୟାନସର ଚିକିତ୍ସା ବାବଦରେ ହେଉଥିବା ସମସ୍ତ ଖର୍ଚ୍ଚ ରାଜ୍ୟ ସରକାରଙ୍କ ପାଣ୍ଠିରୁ ବହନ କରାଯିବ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଏହା ଦ୍ୱାରା କ୍ୟାନସର ରୋଗୀମାନେ ଆର୍ଥିକ ଭାରରୁ ଅନେକାଂଶରେ ମୁକ୍ତି ପାଇବା ସହ ଉନ୍ନତ ଚିକିତ୍ସା ସେବାର ସୁବିଧା ଲାଭ କରିପାରିବେ।

Leave A Reply

Your email address will not be published.