ପ୍ରମୁଖ ଖବର

ସାମୁଦ୍ରିକ ଭିତ୍ତିଭୂମି ବିକାଶର ନୂଆ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ
ଆଗାମୀ କିଛି ବର୍ଷରେ ଦେଶର ଅଗ୍ରଣୀ ଔଦ୍ୟୋଗିକ ହବ୍ ପାଲଟିବ ପାରାଦୀପ
ବିଶ୍ୱ ଦରବାରରେ ଓଡ଼ିଆ ଅସ୍ମିତାକୁ ସୁଦୃଢ଼ କରୁଛି ବୋଇତ ବନ୍ଦାଣ ପରମ୍ପରା
ପୀତବାସ ପଣ୍ଡାଙ୍କ ସାନଭାଇ ପୂର୍ଣ୍ଣଚନ୍ଦ୍ରଙ୍କ ପରଲୋକ
ପୂର୍ବ ଏସିଆର ଗେଟ୍‌-ୱେ ଭାବେ ଓଡ଼ିଶାର ପରିଚୟ ସୁଦୃଢ଼ ହେଉଛି
ପାନୀୟ ଜଳର ମାନ ନେଇ ବିସଲେରି ଅଡୁଆରେ, FSSAI ନେଲା କାର୍ଯ୍ୟାନୁଷ୍ଠାନ
ଆୟୁଷ୍ମାନ ଯୋଜନାରେ ଅଢ଼େଇ ବର୍ଷରେ ୨୫ ଲକ୍ଷରୁ ଅଧିକ ରୋଗୀଙ୍କୁ ଚିକିତ୍ସା
ଏସିଆରେ ତୃତୀୟ ସ୍ଥାନରେ ଭାରତ, ମୋଦିଙ୍କୁ ନେଇ ରିପୋର୍ଟରେ ଉଲ୍ଲେଖ

ଜୁନିୟର ଆସିଷ୍ଟାଣ୍ଟ ଓ କ୍ଲର୍କ ପରୀକ୍ଷା ଆରମ୍ଭ

0

ଭୁବନେଶ୍ବର: ଷ୍ଟେଟ୍‌ ସିଲେକ୍ସନ ବୋର୍ଡ (ଏସ୍‌ଏସ୍‌ବି) ପକ୍ଷରୁ ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ନିଯୁକ୍ତି ପାଇଁ ଆଜିଠାରୁ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ଆରମ୍ଭ ହୋଇଛି। ନଭେମ୍ବର ୨୫ ଓ ୨୭ ତାରିଖ ସମେତ ଡିସେମ୍ବର ୧, ୨, ୩ ଓ ୪ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।

ପ୍ରତିଦିନ ତିନୋଟି ସିଫ୍ଟରେ ପରୀକ୍ଷା କରାଯିବ। ରାଜ୍ୟର ୭୯ଟି ପରୀକ୍ଷା କେନ୍ଦ୍ରରେ ମୋଟ ୧ ଲକ୍ଷ ୧୬ ହଜାର ୨୬୬ ଜଣ ପରୀକ୍ଷାର୍ଥୀ ଏଥିରେ ଭାଗ ନେବେ। ବିଭିନ୍ନ ସରକାରୀ ଅନୁଷ୍ଠାନ, ବିଶ୍ୱବିଦ୍ୟାଳୟ ଏବଂ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଖାଲିଥିବା ୮୮୩ଟି ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ପଦ ପୂରଣ ପାଇଁ ଏହି ନିଯୁକ୍ତି ପରୀକ୍ଷା କରାଯାଉଛି।

Leave A Reply

Your email address will not be published.