ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ମୌସୁମୀ ଅଧିବେଶନ ୮ ଦିନ

0

ଭୁବନେଶ୍ବର: ନା ପ୍ରଶ୍ନକାଳ ରହିବ ନା ଶୂନ୍ୟକାଳ। ଗାନ୍ଧୀଜୟନ୍ତୀକୁ ଛାଡିଦେଲେ ଆଉ କୌଣସି କାର୍ଯ୍ୟଦିବସରେ ବନ୍ଦ ରହିବ ନାହିଁ ବିଧାନସଭା।ଏମିତି ଭାବେ ସେପ୍ଟେମ୍ବର ୨୯ ତାରିଖରୁ ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ଅନୁଷ୍ଠିତ ହେବ। ଆଜି ରାଜ୍ୟପାଳ ସମନ ଜାରି କରିବା ପରେ ବିଧାନସଭା ସଚିବାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।

ମୌସୁମୀ ଅଧିବେଶନରେ ଅନେକ ଆଇନଗତ କାର୍ଯ୍ୟ ଥିବା ପରିପ୍ରେକ୍ଷୀରେ ଗୋଟିଏ ଦିନ ପାଇଁ ବେସରକାରୀ କାର୍ଯ୍ୟ ଦିବସ ରହିଛି। ଅନ୍ୟ ସବୁ ସରକାରୀ କାର୍ଯ୍ୟଦିବସ ଭାବେ ପରିଗଣିତ ହେବ। ସଂସଦ ଢାଞ୍ଚାରେ ସବୁ ବିଧାୟକଙ୍କ ପାଇଁ କରୋନା ପରୀକ୍ଷା ବାଧ୍ୟତାମୂଳକ କରାଯାଇଛି ଓ ସାମାଜିକ ଦୂରତ୍ବ ଉପରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଜୋର ଦେଇଛନ୍ତି।

Leave A Reply

Your email address will not be published.