କୋରାପୁଟ, ନୂଆପଡା, ଢେଙ୍କାନାଳ ଜିଲ୍ଲାରୁ ଆସୁଛିି ଅଭିଯୋଗ
ମନ୍ତ୍ରୀ ମନାକଲେ, ଏମିତି କିଛି ହୋଇନଥିବ
ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଆରମ୍ଭରୁ ଅଘଟଣା ସୂଚନ । ପରୀକ୍ଷା ସରିବା ଆଗରୁ ଓଡ଼ିଆ ପ୍ରଶ୍ନ ପତ୍ର ସୋସିଆଲ ମିଡିଆରେ ଭାଇରାଲ୍ ଅଭିଯୋଗ ଉଠିଛି । କୋରାପୁଟ, ନୂଆପଡା, ଢେଙ୍କାନାଳର କାମାକ୍ଷାନଗରରୁ ଏଭଳି ହୋଇଥିବା ସୂଚନା ମିଳୁଛି । ଗଣମାଧ୍ୟମରେ ଏ ସଂପର୍କରେ ଖବର ପ୍ରକାଶ ପରେ ସମଗ୍୍ର ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି । ତେବେ ପରୀକ୍ଷା କେନ୍ଦ୍ର ଭିତରେ ମୋବାଇଲ୍ ବାରଣ ହୋଇଥିବାରୁ ଏମିତି ହୋଇନଥିବ ବୋଲି କହି ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏଡାଇ ଯାଇଛନ୍ତି ।
ଉଲ୍ଲେଖଯୋଗ୍ୟ, ଆଜିଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି । ପାଖାପାଖି ୫ଲକ୍ଷ ୮୭ ହଜାର ପରୀକ୍ଷାର୍ଥୀ ଏଥିରେ ଭାଗ ନେଇଛନ୍ତି ।
ପ୍ରମୁଖ ଖବର
ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍
ଇରାନୀ ଧମକ ପରେ ଟ୍ରକ୍ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ