ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

୧୬ ଜିଲ୍ଲାକୁ କୋଭିଡ୍ ପରୀକ୍ଷା ପାଇଁ ୨୦ କୋଟି

0

ଭୁବନେଶ୍ବର: ରାଜ୍ୟର ୧୬ଟି ଜିଲ୍ଲାରେ ଆର୍‌ଟିପିସିଆର୍ ପରୀକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି, କୋଭିଡ଼ ଲଢ଼େଇରେ ରୋଗୀର ଶୀଘ୍ର ପରୀକ୍ଷା ସଂକ୍ରମଣକୁ ରୋକିବାରେ ବିଶେଷ ଗୁରୁତ୍ୱ ବହନ କରେ।

ଏହାକୁ ଦୃଷ୍ଟିରେ ରଖି ଭଦ୍ରକ, ବୌଦ୍ଧ ,ଢେ଼ଙ୍କାନାଳ ଗଜପତି ,ଖୋର୍ଦ୍ଧା ଜଗତସିଂହପୁର ,ଯାଜପୁର କେନ୍ଦ୍ରାପଡା,ନବରଙ୍ଗପୁର, ମାଲକାନଗିରି ,ନୂଆପଡା ସୋନପୁର ,କନ୍ଧମାଳ ସୁନ୍ଦରଗଡ ରାୟଗଡ଼ା ଓ ବରଗଡ ର ସଦର ମହକୁମା ରେ ଗୋଟିଏ ଗୋଟିଏ ଆର୍‌ଟିପିସିଆ୍ ପରୀକ୍ଷା କେନ୍ଦ୍ର ଖୋଲିବ।

ପ୍ରତି ପରୀକ୍ଷା କେନ୍ଦ୍ରରେ ଜଣେ ଲେଖାଏଁ ମାଇକ୍ରୋ ବାୟୋଲୋଜିଷ୍ଟ ଓ ତିନି ଜଣ ଲାବ୍ରୋରେଟୋରି ଟେକ୍ନିସିଆନ୍‌ଙ୍କୁ ନିୟୋଜିତ କରାଯିବ।

Leave A Reply

Your email address will not be published.