ଭୁବନେଶ୍ୱର: ଅଳ୍ପ ସମୟ ପରେ ବିଜେଡି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହେବ । ସୁନ୍ଦରଗଡ ଓ ବଲାଙ୍ଗୀରର କିଛି ନେତାଙ୍କୁ ବିଜେଡିକୁ ସ୍ୱାଗତ କରିବା ବେଳେ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ନିଜେ ଏହି ସୂଚନା ଦେଇଛନ୍ତି ।
କଳହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଆସନ ଲାଗି ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ସେହିଭଳି ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ଲାଗି ବି ନବୀନ ପ୍ରାର୍ଥୀ ତାଲିକା ଘୋଷଣା କରିବେ ।
ପ୍ରମୁଖ ଖବର
ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ