ପ୍ରମୁଖ ଖବର

ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ମହାକାଳପଡା ତହସିଲଦାର୍‌ ଗିରଫ
୭.୬ ତୀବ୍ରତାର ଭୂମିକମ୍ପରେ ଥରିଲା ଫିଲିପାଇନ୍ସ,
ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାର
ସମୁଦ୍ରରେ ବୁଡ଼ିଲା ମାଛଧରା ଡଙ୍ଗା, ଅଳ୍ପକେ ବଞ୍ଚିଲେ ୮ ମତ୍ସ୍ୟଜୀବୀ
ଓଡିଶା ଫେରିଲେ ନବୀନ ପଟ୍ଟନାୟକ

ଆଜିଠୁ ଅଲାରନାଥଙ୍କ ଅଣସର ଦର୍ଶନ

0

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଟିଦିଅଁଙ୍କ ପଟିଦିଅଁ ପୂଜା ଆରମ୍ଭ ହୋଇଛି। ଏଥିସହିତ ବ୍ରହ୍ମଗିରିରେ ଅଲାରନାଥଙ୍କ ଅଣସର ଦର୍ଶନ ଆରମ୍ଭ ହୋଇଛି।କୋଭିଡ୍ କଟକଣା ଯୋଗୁ ଅଣସର ନୀତି ଅନୁଷ୍ଠିତ ହେଉଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଏଣୁ ସାଧାରଣ ଭକ୍ତ ଅଲାରନାଥଙ୍କ ଦର୍ଶନ କରିପାରିବେ ନାହିଁ।

Leave A Reply

Your email address will not be published.