ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମାସ ଶେଷରେ +୨ ଫଳ

0

ଭୁବନେଶ୍ବର: ଚଳିତ ମାସ ଶେଷ ସୁଦ୍ଧା ବାହରିବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଜୁଲାଇ ୩୧ ଭିତରେ ଯୁକ୍ତ ଦୁଇ ରେଜଲ୍ଟ ବାହାର କରିବାକୁ ଚେଷ୍ଟା ଚାଲିଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଏଇ ମାସ ଶେଷ ସୁଦ୍ଧା ରେଜଲ୍ଟ ପାଇଁ ସୁପ୍ରିକୋର୍ଟଙ୍କ ନିର୍ଦ୍ଦେଶ ରହିଛି । ତେଣୁ କରୋନା କଟକଣା ଭିତରେ ୩୧ ସୁଦ୍ଧା ଫଳାଫଳ ପ୍ରକାଶ ନେଇ ଉଦ୍ୟମ ଚାଲିଛି । ଯଦି ସମ୍ଭବ ନହୁଏ ଆଉ ଦିନେ ଦୁଇ ଦିନ ଅଧିକ ଲାଗିପାରେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି।

ମହାମାରୀ କରୋନା ପାଇଁ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ବାତିଲ କରାଯାଇଥିଲା । ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ମୂଲ୍ୟାୟନ କରାଯାଇଛି। ତେବେ ଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଯୁକ୍ତ ଦୁଇରେ ପାସ ହାର ୯୦ ପ୍ରତିଶତରୁ ଅଧିକ ରହିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ପୂର୍ବରୁ କହିଛନ୍ତି ।

Leave A Reply

Your email address will not be published.