ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ଜୁଲାଇ ୩୧ରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

0

ଭୁବନେଶ୍ବର: ଆସନ୍ତା ୩୧ ତାରିଖ ଦିନ ସନ୍ଧ୍ୟାରେ ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ଫଳ ପ୍ରକାଶ ପାଇବ। ପରବର୍ତ୍ତୀ ସମୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଭ ୟ ପାଠ୍ୟକ୍ରମ ର ଫଳାଫ ଳ ଜୁଲ।ଇ ୩୧ ତାରିଖ ପରେ ପ୍ରକାଶ ପାଇବ। ଏଥିପାଇଁ ଅନୁମତି ନିମନ୍ତେ ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ। ଏବର୍ଷ ଯୁକ୍ତ ଦୁଇ ପରୀକ୍ଷା ହୋଇନାହିଁ।


Leave A Reply

Your email address will not be published.