ପ୍ରମୁଖ ଖବର

ପିକନିକ୍ ପାଇଁ ମାର୍ଗଦର୍ଶିକା ଜାରି କଲା ପରିବହନ ବିଭାଗ
ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ପୁରୀରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ
ନିୟନ୍ତ୍ରଣ ହରାଇ ଘାଇକୁ ଖସିଲା ବସ୍, ୭ମୃତ

ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ବିଜ୍ଞପ୍ତି

0

ଭୁବନେଶ୍ବର: ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଅଗଷ୍ଟ ୨ରୁ ୧୪ ପର୍ଯ୍ୟନ୍ତ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ଯାଏ ହେବ ପ୍ରବେଶିକା ପରୀକ୍ଷା। ଅକ୍ଟୋବର ୧୨ରେ ରାଜ୍ୟସ୍ତରୀୟ ମେଧା ତାଲିକା ପ୍ରକାଶ ପାଇବ।

ଅକ୍ଟୋବର ୨୨ରେ ପ୍ରଥମ ପର୍ଯ୍ୟାୟ ସିଟ ଆଲଟମେଣ୍ଟ ହେବା ସହ ୨୨ରୁ ୨୮ ତାରିଖ ମଧ୍ୟରେ ଛାତ୍ରଛାତ୍ରୀଙ୍କ ନାମଲେଖା ହେବ। ନଭେମ୍ବର ୪ରେ ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। www.samsodisha.gov.in ରେ ଆବେଦନ କରିବେ।

Leave A Reply

Your email address will not be published.