ନୂଆଦିଲ୍ଲୀ: ବିଜେପିର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜଗଦିଶ ପ୍ରସାଦ ନଡ୍ଡାଙ୍କୁ ଆଜି ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଛି।ସୋମବାର ସନ୍ଧ୍ୟାରେ ଦଳର ସଂସଦୀୟ ଦଳ ବୈଠକରେ ଏ ନେଇ ସହମତି ହୋଇଥିଲା। ଏବେ ନଡ୍ଡା ଦଳର ଦୈନନ୍ଦିନ ଦାୟିତ୍ୱ ନିର୍ବାହ କରିବେ। ତେବେ ଅମିତ ଶାହ ପୂର୍ବଭଳି ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦରେ ରହିବେ। ଆସନ୍ତା ଡିସେମ୍ବର ପର୍ଯ୍ୟନ୍ତ ସେ ଦାୟିତ୍ବରେ ରହିବେ।
ପ୍ରମୁଖ ଖବର
ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି