ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ମୋଦୀଙ୍କ ରାସ୍ତାରେ ପ୍ରତାପ ଷଡଙ୍ଗୀ

0

ଭୁବନେଶ୍ବର: ଏକଦା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ପ୍ରୟାଗଠାରେ ଗତ ଫେବ୍ରୁଆରି ୨୪ ତାରିଖରେ ଜଣେ ସଫେଇ କର୍ମଚାରୀଙ୍କ ପାଦ ଧୋଇଥିଲେ। ଆଜି ମୟୂରଭଂଜରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମୋଦୀଙ୍କ ରାସ୍ତାରେ ଯାଇ ଜଣେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ରମାକାନ୍ତ ମହାନ୍ତିଙ୍କ ପାଦ ଧୋଇଛନ୍ତି। ବଡସାହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବେତନଟୀ ସଂସ୍କୃତି ଭବନରେ ଏକ କାର୍ଯ୍ୟକ୍ରମରେ ସେ ଏପରି କାର୍ଯ୍ୟ କରିଥିଲେ। ଏହି ଘଟଣା ଆଜି ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି ଓ ପ୍ରତାପ ପୁଣି ଚର୍ଚ୍ଚାକୁ ଆସିଛନ୍ତି। ଦଳ ପକ୍ଷରୁ ଏହି ଅବସରରେ ସଭ୍ୟ ସଂଗ୍ରହ ଅଭିଯାନ କରାଯାଇଥିଲା। ଏଥିରେ ଜିଲ୍ଲାର ନେତାମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.