ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ଆଫ୍‌ଗାନରେ ଆତଙ୍କବାଦୀ ବିସ୍ଫୋରଣ

0

ଗଜନୀ: ପୂର୍ବ ଆଫଗାନିସ୍ତାନରେ ଆତଙ୍କବାଦୀ ବଡ଼ ଧରଣର ବିସ୍ଫୋରଣ ଘଟାଇଛନ୍ତି। ତାଲିବାନ ଆତଙ୍କବାଦୀଙ୍କ ଆତ୍ମଘାତୀ ବିସ୍ଫୋରଣରେ ୧୫ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ଘଟଣାରେ ୧୭୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ୨୫ରୁ ଅଧିକ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଆତଙ୍କବାଦୀମାନେ ଏକ ବଜାରକୁ ଟାର୍ଗେଟ କରି ଏଭଳି କାଣ୍ଡ ଭିଆଇଛନ୍ତି। ଫଳରେ ସାଧାରଣ ଲୋକଙ୍କର ପ୍ରାଣହାନି ଘଟିଛି। ଏହି ଘଟଣା ପରେ ଆଫଗାନସେନା ବଡ଼ ଧରଣର ଚଢଉ ଜାରି ରଖିଥିବା ସୂଚନା ମିଳିଛି।

Leave A Reply

Your email address will not be published.