ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡିଲେ ଆରଆଇ
ନ୍ୟୁଜ୍ ବ୍ୟୁରୋ: ଭିଜିଲାନ୍ସ ହାତରେ ଧରାପଡିଛନ୍ତି କଟକ ସଦର ତହସିଲର ଆରଆଇ ଜାନକୀ ରଞ୍ଜନ ମଲ୍ଲିକ। ଏକ ମାମଲାରେ ରିପୋର୍ଟ ଦାଖଲ କରିବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଜମି ମାଲିକଙ୍କ ଅଭିଯୋଗ ଆଧାରରେ ଆରଆଇଙ୍କ ଉପରେ ନଜର!-->…
Read More...
Read More...