ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଠାରୁ ଅର୍ଥାତ୍ ୨୦୨୬ ମସିହା ଠାରୁ ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ଆୟୋଜିତ କରିବ। ତେବେ ଛାତ୍ରଛାତ୍ରୀ ମାନେ ବୋର୍ଡ ପରୀକ୍ଷାର ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ରହିବା ବାଧ୍ୟତାମୂଳକ କରାଯାଇଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ ଇଚ୍ଛାଧୀନ ରହିବ।
Read More...

ଉଦ୍ୟୋଗୀକରଣକୁ ପ୍ରୋତ୍ସାହନ ଦେବା ବିଷୟରେ ସୋଆ ଆଇବିସିଏସ୍ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର, ଜୁନ୍ ୨୫: ଉଦ୍ୟୋଗୀକରଣକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁ ଆୟୋଜିତ ଏକ ଦୁଇ ଦିନିଆ ଉଦ୍ୟୋଗୀକରଣ ବିକାଶ କାର୍ଯ୍ୟକ୍ରମ ଶନିବାର ଉଦ୍‌ଯାପିତ
Read More...

ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ନିକଟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଥିଲା ଯେ, ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ପ୍ରରିପେକ୍ଷିରେ ରାଜସ୍ବ ବିଭାଗ ପକ୍ଷରୁ ପୁନର୍ବାର ବାସହୀନଙ୍କୁ ଚିହ୍ନଟ କରିବାକୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି ହୋଇଛି। ସରକାରଙ୍କ ନିର୍ଦ୍ଦେଶକ୍ରମେ
Read More...

ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ଏବେ ଆଉ ସରକାରୀ ଅଫିସକୁ ବାରମ୍ବାର ଦୌଡ଼ିବାକୁ ପଡିବନି। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍। ଇ-ରେଜିଷ୍ଟ୍ରେସନ୍ ଆପ୍‌କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ
Read More...

ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ

ଭୁବନେଶ୍ବର: ପରଲୋକରେ ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି। ମୁଣ୍ଡରେ ଆଘାତ ଲାଗିବା କାରଣରୁ ହଠାତ୍ ଆଜି ଆକସ୍ମିକ ଭାବେ ତାଙ୍କର ପରଲୋକ ଘଟିଛି। ସେ ପ୍ରଥମେ ଓଡ଼ିଆ ସିନେମା ‘ସମର ସଲିମ୍ ସାଇମନ୍’ରେ ଅଭିନୟ କରିଥିଲେ। ସିନେମାର ଗୀତ ପାଇଁ ବେଶ ଚର୍ଚ୍ଚାରେ ରହିଥିଲା ସିନେମା ଟି।
Read More...

ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ନୂଆଦିଲ୍ଲୀ; ଲଞ୍ଚ ହେଲା ବହୁ ପ୍ରତୀକ୍ଷିତ ଆକ୍ସିଅମ-୪ ମିଶନ। ଏହି ମିଶନ ସହିତ ଇତିହାସ ରଚିଛନ୍ତି ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା । ଜୁନ୍‌ ୨୫, ୨୦୨୫ ଭାରତ ପାଇଁ ଏକ ଐତିହାସିକ ଦିନ ପାଲଟି ଯାଇଛି। ଦୀର୍ଘ ୪୧ ବର୍ଷ ପରେ କୌଣସି ଭାରତୀୟ ମହାକାଶକୁ ଯାତ୍ରା କରିଛନ୍ତି। ଆଜି ଭାରତୀୟ
Read More...

ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ

ଯାଜପୁର: ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ। ଡାଇରିଆ ସ୍ଥିତିକୁ ନଜରରେ ରଖି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲ ଛୁଟି ଘୋଷଣାକୁ ୫ ଦିନ ପାଇଁ ବୃଦ୍ଧି କରାଯାଇଥିଲା। ୨୪ ଯାଏଁ ସ୍କୁଲ ଗୁଡ଼ିକୁ ଛୁଟି ଘୋଷଣା କରାଯାଇଥିଲା। ତେବେ ସ୍କୁଲ ଖୋଲିବା ନେଇ ବ୍ୟାପକ
Read More...

ମୁଖ୍ୟମନ୍ତ୍ରୀଙ୍କ ଘର ଉପରକୁ ଅଣ୍ଡା,ଟମାଟୋ ମାଡ଼

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ବେଳେ କଂଗ୍ରେସ କର୍ମୀମାନେ ବୁଧବାର ଅଣ୍ଡା, ଟମାଟୋ ମାଡ଼ କରିଥିବା ଅଭିଯୋଗ ହୋଇଛି। ଫଳରେ ଯୁବ କଂଗ୍ରେସ କର୍ମୀଙ୍କୁ ପୋଲିସ ଉଠାଇ ନେଇଛି। ନାରୀ ନିର୍ଯାତନା ଅଭିଯୋଗ ଆଣିବା ସହ ଓଡ଼ିଆ ଅସ୍ମିତା କେଉଁଆଡ଼େ ଗଲା ବୋଲି
Read More...

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ପ୍ରତିଷ୍ଠା ହେବ ୯ଟି ନୂଆ ମେଡିକାଲ କଲେଜ୍। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ ଏବଂ ନବରଙ୍ଗପୁରରେ ଏମବିବିଏସ୍ କଲେଜ୍ ପ୍ରତିଷ୍ଠା
Read More...

ମହାପ୍ରଭୁଙ୍କ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଆଇନମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିର ଗାରଦରୁ ମୋଦକ ଚୋରି ଅଭିଯୋଗକୁ ଖଣ୍ଡନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ଅଭିଯୋଗରେ କୌଣସି ସତ୍ୟାସତ୍ୟ ନଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଥିବା କହିଛନ୍ତି। ରାଜବୈଦ ପ୍ରଦାନ କରିଥିବା ଦଶମୂଳ ମୋଦକ ଦାରୁଦିଅଁଙ୍କ ନିକଟରେ ଲାଗି ପୂର୍ବରୁ ଗାରଦରେ ଥିବା
Read More...