ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଦେଶର ପ୍ରଥମ ବହୁମୁଖୀ ବୃହତ ଉଦ୍ୟୋଗ ଭାବେ ଜିନ୍ଦଲ ଷ୍ଟିଲକୁ ମିଳିଲା ଦକ୍ଷତା ପ୍ରମାଣପତ୍ର ପ୍ରଦାନର ମାନ୍ୟତା

ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ମନ୍ତ୍ରାଳୟ ଅଧୀନ ଜାତୀୟ ଧନ୍ଦାମୂଳକ ଶିକ୍ଷା ଓ ତାଲିମ ପରିଷଦ (ଏନସିଭିଇଟି) ଦ୍ୱାରା ଜିନ୍ଦଲ ଷ୍ଟିଲକୁ ସାର୍ଟିଫିକେଟ ପ୍ରଦାନକାରୀ ସଂସ୍ଥା (ଆଓ୍ୱାର୍ଡିଂ ବଡି) ଭାବେ ମାନ୍ୟତା ପ୍ରଦାନ ଏହି ସ୍ୱୀକୃତି ପାଇବା କ୍ଷେତ୍ରରେ ଜିନ୍ଦଲ ଷ୍ଟିଲ
Read More...

ସୋଆ ଏସ୍‌ପିଏସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ସ୍ୱତନ୍ତ୍ର ସେବା ଶିବିର ଆୟୋଜିତ

ଭୁବନେଶ୍ୱର, ୨୯/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନସେସ୍ (ଏସ୍‌ପିଏସ୍‌)ର ଏନ୍‌.ଏସ୍‌.ଏସ୍ ଶାଖା ପକ୍ଷରୁ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଭଗବତୀପୁର ଗ୍ରାମରେ ଚଳିତ ମାସ ୧୭ରୁ ୨୩ ତାରିଖ ସାତ ଦିନ ଧରି ସ୍ୱତନ୍ତ୍ର ସେବା ଶିବିର ସ୍ଥାନୀୟ
Read More...

ରାଷ୍ଟ୍ର ଗଠନ ପ୍ରକ୍ରୀୟା ଶ୍ରେଣୀ ଗୃହରୁ ହିଁ ଆରମ୍ଭ ହୋଇଥାଏ : ଭାରତର ପୂର୍ବତନ ମୁଖ୍ୟ ବିଚାରପତି

ଭୁବନେଶ୍ୱର, ସେପ୍ଟେମ୍ବର ୨୬: ଭାରତ ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବାକୁ ଆଗେଇ ଚାଲିଥିବା ବେଳେ ଦେଶ ସମ୍ମୁଖରେ ଏବେ ବି ଅନେକ ଆହ୍ୱାନ ରହିଛି ବୋଲି ଶୁକ୍ରବାର ଭାରତର ପୂର୍ବତନ ମୁଖ୍ୟ ବିଚାରପତି ନ୍ୟାୟମୂର୍ତୀ ଗୋପାଳ ବଲ୍ଳଭ ପଟ୍ଟନାୟକ କହିଛନ୍ତି ।ଶିକ୍ଷା ଓ ଅନୁସନ୍ଧାନ (ସୋଆ)
Read More...

ସୋଆ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍ କ୍ୟାମ୍ପସ – ୨ ଫୁଲନଖରାରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ପାଳିତ

ଭୁବନେଶ୍ୱର, ସେପ୍ଟେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟଇକାଲ୍ ସାଇନ୍‌ସେସ୍ - କ୍ୟାମ୍ପସ-୨, ଫୁଲନଖରାରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଗତ ଗୁରୁବାର ଦିନ ପାଳିତ ହୋଇଯାଇଛି । ଚଳିତ ବର୍ଷର ପ୍ରସଙ୍ଗ ‘ଥିଙ୍କ ହେଲଥ, ଥିଙ୍କ ଫାର୍ମାସିଷ୍ଟ’କୁ ନେଇ
Read More...

ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସମ୍ ହସ୍ପିଟାଲ୍ ପକ୍ଷରୁ ୱାକାଥନ ଆୟୋଜିତ

ଭୁବନେଶ୍ୱର, ୨୪/୦୯: ସେପ୍ଟେମ୍ବର ୨୫ ତାରିଖ ବିଶ୍ୱ ଫାର୍ମାସିଷ୍ଟ ଦିବସ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ ପକ୍ଷରୁ ବୁଧବାର ୱାକାଥନ ଆୟୋଜିତ ହୋଇଛି।ସୁସ୍ଥ ରୁହନ୍ତୁ, ଡାକ୍ତରଙ୍କ ପରାମର୍ଶରେ ଔଷଧ
Read More...

ସମ୍ ହସ୍ପିଟାଲ୍‌ରେ ୫ମ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

ଭୁବନେଶ୍ୱର, ସେପ୍ଟେମ୍ବର ୨୪: ଅଙ୍ଗଦାନ କରି ଅମର ହେଲେ ଭଦ୍ରକ ଜିଲ୍ଲା ତିହିଡ଼ି ବ୍ଲକ ଅନ୍ତର୍ଗତ ବରଦା ଗାଁର ୪୩ ବର୍ଷୀୟ ବବଲୁ ଧଳ। ଗତ ସେପ୍ଟେମ୍ବର ୧୮ ତାରିଖ ଦିନ କଟକ ଟାଙ୍ଗି ନିକଟରେ ସଡ଼କ ଦୁର୍ଘଟଣାର ଆହତ ହୋଇଥିବା ବବଲୁଙ୍କର ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହେବା ପରେ ତାଙ୍କର
Read More...

ସରକାରୀ କର୍ମଚାରୀଙ୍କୁ ପୂଜା ପାଇଁ ମିଳିବ ଆଗୁଆ ଦରମା

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର। ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଛନ୍ତି ମୁଖ୍ୟମନ୍ତ୍ରୀ। ପୂଜା ପାଇଁ ଆଗୁଆ ଦରମା ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ମାସର ଦରମାକୁ ୨୬ ତାରିଖରେ ଦେବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି
Read More...

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୪୧ ଗବେଷକ

ଭୁବନେଶ୍ୱର, ୨୦/୦୯: ପ୍ରସିଦ୍ଧ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୪୧ ଜଣ ଗବେଷକ ସ୍ଥାନ ପାଇଛନ୍ତି। ୨୦୨୫ ନିମନ୍ତେ ଆମେରିକାର ଏହି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଷୟବସ୍ତୁ
Read More...

ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କୁ ଦିଆଗଲା ଗାର୍ଡ ଅଫ ଅନର୍‌

ଭୁବନେଶ୍ବର: ପୂର୍ବତନ ବିଧାୟକ ତଥା ବିଶିଷ୍ଟ ଆଦିବାସୀ ନେତା ଜର୍ଜ ତିର୍କୀଙ୍କ ପରଲୋକ ହୋଇଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ବର୍ଷ ବୟସ ହୋଇଥିଲା। ପ୍ରାୟ ୩ମାସ ହେଲା ସେ ଅସୁସ୍ଥ ଥିଲେ। ସ୍ୱାସ୍ଥ୍ୟବସ୍ଥା
Read More...

ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ସେତୁ

ଭୁବନେଶ୍ବର: ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ୱିତୀୟ ସେତୁ। ଟୁଇନ୍‌ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ତ୍ରିଶୂଳିଆରେ ଦ୍ବିତୀୟ ବ୍ରିଜ ନିର୍ମାଣ ହେବ ବୋଲି ବିଧାନସଭାରେ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି। ମନ୍ତ୍ରୀ
Read More...