ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି। ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି। ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ତନ୍ମଧ୍ୟରୁ ୧୨୯ଟି ନମୁନାର ପରୀକ୍ଷା ରିପୋର୍ଟ ମିଳିଥିବା
Read More...

ଜୁଲାଇ ୧ରୁ ବଢିବ ରେଳ ଟିକେଟ୍ ମୂଲ୍ୟ

ନୂଆଦିଲ୍ଲୀ: ଜୁଲାଇ ୧ରୁ ବଢ଼ିବାକୁ ଯାଉଛି ରେଳ ଟିକେଟ୍ର ମୂଲ୍ୟ। ଯାହା ସାଧାରଣ ଯାତ୍ରୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରୁଥିବା ଯାତ୍ରୀଙ୍କ ପକେଟ କରିବ ଖାଲି। ଏହାସହ ଏକ ଖୁସି ଖବର ମଧ୍ୟ ରହିଛି। କିଛି ବର୍ଗରେ ଟିକେଟ ମୂଲ୍ୟରେ କୌଣସି ପରିବର୍ତ୍ତନ ହେବାକୁ ଯାଉନି। ରେଲଓ୍ବର ନୂଆ
Read More...

ସରକାରୀ କ୍ୱାର୍ଟର୍ସରୁ ଲକ୍ଷାଧିକ ମୂଲ୍ୟର ଅଳଙ୍କାର ସହ ନଗଦ ଟଙ୍କା ଲୁଟ୍

ଭୁବନେଶ୍ବର: ରାଜଧାନୀରେ ଦିନ କୁ ଦିନ ଲୁଟେରାଙ୍କ ଦୌରାତ୍ମ୍ୟ ବଢ଼ିବାରେ ଲାଗିଛି। ଭୁବନେଶ୍ୱରର ୟୁନିଟ୍-୩ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ପଶି ଲକ୍ଷାଧିକ ମୂଲ୍ୟର ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ନଗଦ ଲୁଟି ନେଇଛନ୍ତି ଦୁର୍ବୁତ୍ତ। ସୂଚନା ଅନୁଯାୟୀ, ସୋମବାର ରାତିରେ ଘରର
Read More...

ବିଜେପି-ବିଜେଡିକର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ଼

ଆଠଗଡ଼: ପଞ୍ଚାୟତ ବୈଠକ ପୂର୍ବରୁ ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା। ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ ହୋଇଛି। ଏଥିରେ ଅନେକ ପୋଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ତିନି ପ୍ଲାଟୁନ ପୋଲିସ ଫୋର୍ସ ସମେତ ଜଣେ ଅତିରିକ୍ତ ଏସପି, ୨
Read More...

ଗିରଫ ଭୟରେ ବିଷ ପିଇଲେ ଅସଦାଚରଣ କରିଥିବା ଅଭିଯୁକ୍ତ

ଯାଜପୁର: ଦିଲ୍ଲୀ ଯୁବତୀଙ୍କୁ ଦଶରଥପୁରରେ ଅସଦାଚରଣ ଅଭିଯୋଗ। ଗିରଫ ଭୟରେ ବିଷ ପିଇଦେଲେ ଯୁବକ। ମାନସିକ ଭାରସାମ୍ୟ ହରାଇ ବିଷ ପିଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ଅଭିଯୁକ୍ତଙ୍କୁ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍ ହେପାଜତରେ ଅନିଲର ଚିକିତ୍ସା ଜାରି ରହିଛି।
Read More...

ଶିଶୁ ସୁରକ୍ଷା, ନ୍ୟାୟ ଓ ବିକାଶ ପାଇଁ କାମ କରିବ ‘ଆମରି ଶିଶୁ’ ପୋର୍ଟାଲ

ଭୁବନେଶ୍ଵର: ଶିଶୁ କଲ୍ୟାଣ ଏବଂ ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୁପ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ ‘ଆମରି ଶିଶୁ’ ଓ୍ବେବ୍‌ ପୋର୍ଟାଲ
Read More...

ଡାଇରିଆ ପାଇଁ ନିଯୁକ୍ତ ହେଲେ ୩୮୭ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ

ଭୁବନେଶ୍ଵର: ରାଜ୍ୟରେ ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି ସରକାର। ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ କରାଯାଇଛି ସଚେତନ। ରଥଯାତ୍ରା ସମୟରେ ଯେମିତି ପୁରୀକୁ ଡାଇରିଆ ନବ୍ୟାପିବ ତାକୁ ଗୁରୁତ୍ୱ ଦିଆଯାଇଛି। ସେହିପରି ୩୮୭ ଡାକ୍ତର ଓ ପାରାମେଡିକାଲ୍ ଷ୍ଟାଫ ନିଯୁକ୍ତ କରାଯାଇଛି।
Read More...

ପୁଣି ଇସ୍କନ କଲା ଅଦିନିଆ ରଥ ଯାତ୍ରା

ନୂଆଦିଲ୍ଲୀ: ପୁଣି ଅମାନିଆ ହୋଇ ନୂଆଦିଲ୍ଲୀରେ ଗଡ଼ିଲା ଅଦିନିଆ ରଥ। ଏହି ଅଦିନିଆ ରଥ ଗଡେଇଛି ଇସ୍କନ। ଇସ୍କନର ଅଦିନିଆ ରଥଯାତ୍ରାରେ ସାମିଲ ହୋଇଛନ୍ତି ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା। ଇସ୍କନ ରଥଯାତ୍ରାରେ ସାମିଲ ହୋଇ ଖୁସି ବ୍ୟକ୍ତ କରିଛନ୍ତି ରେଖା। ବିଜେପି ମୁଖ୍ୟମନ୍ତ୍ରୀଙ୍କ
Read More...

ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍, ଦୁଇ ମୃତ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ସଦର ଥାନା ବ୍ରାହ୍ମଣୀପାଲି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଖୁବ ଜୋରରେ ପଛରୁ ପିଟିଲା ଟ୍ରକ୍। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ମୃତକ ଭେଡାବାହାଲ ଗାଁର ଶୁଭମ୍ ବାରିକ ଏବଂ ତ୍ରିଲୋଚନ
Read More...

ଡାଇରିଆ ପରେ ଏବେ ଅଣାୟତ୍ତ ଜଣ୍ଡିସ୍‌

ମୟୂରଭଞ୍ଜ: ଡାଇରିଆ ପରେ ଏବେ ଡରାଉଛି ଜଣ୍ଡିସ୍। ଦୁଇ ଗାଁରେ ୪୦ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ହୋଇଛନ୍ତି। ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକରେ ବ୍ୟାପୁଛି ଜଣ୍ଡିସ୍। ୧୫ ଦିନ ଭିତରେ ୧୯ ଜଣ ଆକ୍ରାନ୍ତ ହେଲେଣି। ଗୋପବନ୍ଧୁନଗର ବ୍ଲକର ଗୋଟିଏ ପରେ ଗୋଟିଏ ଗାଁକୁ ବ୍ୟାପିବାରେ ଲାଗିଛି ଜଣ୍ଡିସ୍।
Read More...