ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଡାଇରିଆ ପାଇଁ ବନ୍ଦ ରହିବ ଯାଜପୁର ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଖୋଲିବାକୁ ଯାଉଛି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ। ହେଲେ ଯାଜପୁର ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଜିଲ୍ଲାରେ ହଇଜା ଓ ଝାଡ଼ାବାନ୍ତି ସଂକ୍ରମଣ ରୋକିବା ପାଇଁ ଯାଜପୁର ଜିଲ୍ଲାପାଳ ଏଭଳି
Read More...

ବିମାନ ବନ୍ଦର ନିକଟର ରହିବନି ଉଚ୍ଚା ଗଛ ଓ ଘର

ଅହମଦାବାଦ: ଅହମଦାବାଦ ବିମାନ ଦୁର୍ଘଟଣା ପରେ କେନ୍ଦ୍ର ସରକାର ବିମାନ ଅଧିନିୟମ ୨୦୨୪ରେ କିଛି ପରିବର୍ତ୍ତନ ଆଣି ନୂଆ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଏବେ ବିମାନ ବନ୍ଦର ନିକଟରେ ରହିବନି ଉଚ୍ଚ ଅଟ୍ଟାଳିକା ଓ ବଡ଼ ଗଛ। ବିମାନ ଚଳାଚଳରେ ବାଧା ସୃଷ୍ଟି କରୁଥିବା କୋଠା ଓ ଗଛ ତୁରନ୍ତ ହଟାଯିବ।
Read More...

୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପୂର୍ବତନ ପିଇଓ

କନ୍ଧମାଳ: ସରକାରୀ ଟଙ୍କା ଆତ୍ମସାତ କଲେ ଦୁର୍ନୀତିଗ୍ରସ୍ତ ପୂର୍ବତନ ପିଇଓ। ୫୩ ଲକ୍ଷ ଟଙ୍କା ହଡ଼ପ କରି ଗିରଫ ହେଲେ ପିଇଓ। କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ସରମୁଳି ପଞ୍ଚାୟତ ପୂର୍ବତନ ପିଇଓ ଅକ୍ରୁର ମାଝୀଙ୍କୁ ବାନ୍ଧିଲା ଭିଜିଲାନ୍ସ। ପଞ୍ଚାୟତର କାମ ନକରି ୫୩ ଲକ୍ଷ ୩୮ ହଜାର ୮୦୯ ଟଙ୍କା
Read More...

ଅମରନାଥକୁ ହେଲିକପ୍ଟର ସେବା ବନ୍ଦ, ନୋ-ଫ୍ଲାଇଂ ଜୋନ୍ ଘୋଷଣା

ଉତ୍ତରାଖଣ୍ଡ: ଏଥର ଅମରନାଥ ଯାତ୍ରାରେ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ହେଲିକପ୍ଟର ସେବା ବାତିଲ କରାଯାଇଛି। ଜୁଲାଇ ୧ ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସମଗ୍ର ଅଞ୍ଚଳକୁ ନୋ-ଫ୍ଲାଇଂ ଜୋନ୍ ଘୋଷଣା କରାଯାଇଛି। ଏଥର ତୀର୍ଥ ଯାତ୍ରା ଉପରେ ଏକ ବଡ଼ ଆତଙ୍କବାଦୀ ବିପଦ ରହିଛି। ଏହି ବିପଦକୁ ଦୃଷ୍ଟିରେ
Read More...

ଜିନ୍ଦଲ ଫାଉଣ୍ଡେସନକୁ ସମ୍ମାନଜନକ ୨ଟି ବର୍ଗରେ ଗ୍ରୀନଟେକ୍ ପୁରସ୍କାର

ଭୁବନେଶ୍ବର : କୃଷି ପ୍ରୋତ୍ସାହନ ଓ ବରିଷ୍ଠ ନାଗରିକଙ୍କ କଲ୍ୟାଣ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାଓ୍ୱାର (ଜେଏସପି)କୁ ୨ଟି ବର୍ଗରେ ସମ୍ମାନଜନକ ଗ୍ରୀନଟେକ୍ ପୁରସ୍କାର ପ୍ରଦାନ କରାଯାଇଛି। ଜୁନ୍ ୧୪ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଏହି ପୁରସ୍କାର
Read More...

ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ଘରେ ଆଇଟି ରେଡ

ଝାରସୁଗୁଡା: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର ଓ ଭୁବନେଶ୍ବର ଭଳି ସ୍ଥାନରେ ଏହି ରେଡ କରାଯାଇଥିବା ଜଣା ପଡିଛି। ତେବେ ଆୟକର ଠକେଇ ନେଇ ଅଭିଯୋଗ
Read More...

ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତା ନିମନ୍ତେ ସୋଆ ଏବଂ ବ୍ରୋଡବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ…

ଭୁବନେଶ୍ୱର, ଜୁନ ୧୮: ଶିକ୍ଷା ଏବଂ ଶିଳ୍ପ କ୍ଷେତ୍ରରେ ସହଭାଗିତାକୁ ସୁଦୃଢ଼ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ଭାରତର ନୂତନତା ଏବଂ ଆର୍ଥିକ ବୈଷୟିକ ପରିସଂସ୍ଥା ପର୍ଯ୍ୟବେସିତ ଅନୁଷ୍ଠାନ ବ୍ରୋଡବ୍ରିଜ୍ ଫାଇନାନ୍ସିଆଲ୍ ସଲ୍ୟୁସନ୍ସ ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା
Read More...

ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ଜୁନ୍ ୧୮: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ
Read More...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏଏସଆଇ

ପୁରୀ: ଏକ ଜମି ବିବାଦ ମାମଲାରେ ସାହାଯ୍ୟ କରିବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ଜଣେ ଏଏସଆଇଙ୍କୁ ଗିରଫ କରିଛି। ଅଭିଯୁକ୍ତ ପ୍ରଭାତ କୁମାର ପ୍ରଧାନଙ୍କୁ ପୁରୀ ଜିଲ୍ଲାର ଚନ୍ଦନପୁର ଥାନାରେ ନିଯୁକ୍ତି ଦିଆଯାଇଛି।
Read More...

କେଦାରନାଥ ରାସ୍ତାରେ ଭୂସ୍ଖଳନ ଘଟି ୨ ମୃତ,ଏକାଧିକ ଆହତ

ଉତ୍ତରାଖଣ୍ଡ: କେଦାରନାଥ ଧାମ ପାଦଚଲା ପଥରେ ଆଜି (ବୁଧବାର ଜୁନ୍ ୧୮) ସକାଳ ପ୍ରାୟ ୧୧.୨୦ ସମୟରେ ଜଙ୍ଗଲଚଟି ନିକଟରେ ପାହାଡ଼ ଉପରୁ ପଥର ଖସିଥିଲା । ଏହି ଭଗ୍ନାବଶେଷ ତଳେ ୬ ଜଣ ଫସି ଯାଇଥିଲେ। ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ଜଙ୍ଗଲଚଟି ପୋଷ୍ଟରେ ମୁତୟନ ପୋଲିସ ଫୋର୍ସ ଏବଂ
Read More...