ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ମେଡ଼ିକାଲ ଛାତ୍ରଙ୍କ ପାଇଁ ମଧ୍ୟ ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ଅହମଦାବାଦ: ଜୁନ ୧୨ ତାରିଖରେ ହୋଇଥିବା ଏହି ଏୟାର ଇଣ୍ଡିଆ ବିମାନ ଭୟଙ୍କର ଦୁର୍ଘଟଣାରେ ୨୭୪ ଜଣଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମଧ୍ୟରେ କେବଳ ବିମାନରେ ଥିବା ଯାତ୍ରୀ ନଥିଲେ ବରଂ ବାହାରେ ଥିବା ଅନେକ ଲୋକ ମଧ୍ୟ ଥିଲେ। ଅହମଦାବାଦରେ ହୋଇଥିବା ଏହି ଦୁର୍ଘଟଣାରେ ବିଜେ ମେଡିକାଲ କଲେଜର ଅନେକ
Read More...

ହଇଜାରେ ଆଉ ୨ ମୃତ, ଯାଜପୁରରେ କେନ୍ଦ୍ରୀୟ ଟିମ୍

ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତିରେ କୌଣସି ସୁଧାର ଆସୁନି। ପୁଣି ଆଜି ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୧୩କୁ ବୃଦ୍ଧି ପାଇଛି। ମୃତକ ଖଇରାବାଦ ଓ କୋଟବସନ୍ତ ଅଞ୍ଚଳର ବୋଲି ଜଣାପଡିଛି। ଜିଲାରେ ୨୨୬ ଜଣ ରୋଗୀ ବିଭିନ୍ନ ଡାକ୍ତରଖାନାରେ
Read More...

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗର ଗୌରୀକୁଣ୍ଡ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ରବିବାର ସକାଳେ ହେଲିକପ୍ଟରଟି କେଦାରନାଥର ଗୌରୀକୁଣ୍ଡ ଜଙ୍ଗଲରେ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ ୫ ଯାତ୍ରୀ ଓ ୨ ପାଇଲଟଙ୍କୁ ମିଶାଇ ମୋଟ ୭ ଜଣ ଥିଲେ। ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା
Read More...

ବୋଲେରୋ-ଟ୍ରକ୍‌ ମୁହାଁମୁହିଁ

ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ଖଜୁରିପଡ଼ାଠାରେ ଶନିବାର ଭୋର୍‌ ସମୟରେ ଏକ ବୋଲେରୋ ସହ ଟ୍ରକ୍‌ର ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ସୂଚନା ମୁତାବକ ବରଗଡ଼ ଜିଲା ସରଣ୍ଡା ପାଲିର ୧୦ ଜଣ ପୁରୀରୁ ଫେରୁଥିବା ବେଳେ ବୌଦ୍ଧ
Read More...

ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ସ୍କୁଲ୍‌ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ଶୁକ୍ରବାର ରଜ ପିଠା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ୧୮ବର୍ଷରୁ ଉର୍ଦ୍ଧ୍ୱ ଝିଅ ଓ ମହିଳାମାନେ ପ୍ରସ୍ତୁତ
Read More...

ଯାଜପୁରରେ ହୋଟେଲକୁ ସିଲ୍ କଲା ପ୍ରଶାସନ

ଯାଜପୁର: ଯାଜପୁରରେ ଏକାବେଳେ ୧୧ ଜଣ ରୋଗୀ ପଜିଟିଭ ବାହାରିବା ଚିନ୍ତା ବଢିଯାଇଛି। ସ୍ଥିତି ଅଣାୟତ ଥିବା ବେଳେ ଏବେ ଘଟଣାସ୍ଥଳରେ ପହଂଚି ସ୍ଥିତି ପରଖିଛନ୍ତି ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦି ବୃନ୍ଦା। ପ୍ରତିଦିନ ନୂଆ ରୋଗୀ ଡାକ୍ତରଖାନାରେ ଭର୍ତ୍ତି ହେବାରୁ ଚିନ୍ତା ବଢିଛି।
Read More...

ଲାଞ୍ଚ ନେଇ ଗିରଫ ହେଲେ ଇପିଏଫ ଅଧିକାରୀ

ବ୍ରହ୍ମପୁର: ଲାଞ୍ଚ ନେଇ ସିବିଆଇ ହାତରେ ଧରାପଡିଥିବା ବ୍ରହ୍ମପୁର ଇପିଏଫଓ କାର୍ଯ୍ୟାଳୟର ପିଆରଓ ଅନୀଲ ପତି ଗିରଫ। ଲାଞ୍ଚୁଆ ଇପିଏଫ ଅଫିସର ସିନିୟର୍ ସୋସିଆଲ ସିକ୍ୟୁରିଟି ଆସିଷ୍ଟାଣ୍ଟ ଅନିଲ କୁମାର ରଥଙ୍କୁ ଆଜି ଗିରଫ କରିଛି ସିବିଆଇ। ଗତକାଲି ଜଣେ ଯୁବକଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ
Read More...

ନିଟ୍ ୟୁଜି ପରୀକ୍ଷାଫଳ ପ୍ରକାଶିତ: ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ। ରାଜସ୍ଥାନର ମହେଲ କେଶୱାନୀ ଟପ୍ପର। ସେହିପରି ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର। ସର୍ବଭାରତୀୟ ରାଙ୍କର ୬୦ତମ ସ୍ଥାନରେ ସ୍ନେହାଶିଷ। ନ୍ୟାସନାଲ୍‌ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି। ପରୀକ୍ଷାର୍ଥୀଙ୍କୁ
Read More...

ଯାଜପୁରରେ କଲେରା ଆକ୍ରାନ୍ତ: ୮ ଜଣଙ୍କ ରିପୋର୍ଟ ପଜିଟିଭ୍

ଯାଜପୁର: ଯାଜପୁର ଜିଲ୍ଲାରେ ଝାଡ଼ାବାନ୍ତି ରୋଗ ଅଣାୟତ୍ତ ହେବା ସହ ଏହା ମଧ୍ୟରେ କଲେରା ଆକ୍ରାନ୍ତଙ୍କ ସଂଖ୍ୟା ଚିନ୍ତାଜନକ ଭାବେ ବଢ଼ିଛି। ରିପୋର୍ଟ ଅନୁଯାୟୀ, ୪୧ଟି ନମୁନା ପରୀକ୍ଷଣ ପରେ ୮ ଜଣଙ୍କ ରିପୋର୍ଟ କଲେରା ପଜିଟିଭ୍ ଚିହ୍ନଟ ହୋଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ସ୍ପଷ୍ଟ
Read More...

ଡାଇରିଆ ଆତଙ୍କ ପରେ ଯାଜପୁରରେ ଛୁଟି ବାତିଲ୍‌

ଯାଜପୁର: ଯାଜପୁରରେ ଗତ କିଛିଦିନ ଧରି ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ଆତଙ୍କ ପରେ ଯାଜପୁର ଜିଲ୍ଲାରେ ଛୁଟି ବାତିଲ କରାଯାଇଛି। କାଲିଠୁ ୧୬ ତାରିଖ ଯାଏଁ ଛୁଟି ବାତିଲ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହାରି ମଧ୍ୟରେ ସମସ୍ତ ଅଫିସ୍ ଖୋଲା ରହିବ। ପୂର୍ବରୁ ଦିଆଯାଇଥିବା ଛୁଟି
Read More...