ପ୍ରମୁଖ ଖବର

ଫିଟନେସ୍‌ ବିନା ରାସ୍ତାରେ ଗଡ଼ିବନି ଗାଡ଼ି; ନିୟମ ଭଙ୍ଗିଲେ ହେବ ଜବତ
ଭୁବନେଶ୍ୱରରେ ନିର୍ମାଣ ହେବ ୬୦୦ କୋଟି ଟଙ୍କାର ଅତ୍ୟାଧୁନିକ ରାଜସ୍ୱ ଭବନ
ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ
ଶିଶୁ ବାଟିକା ଶିକ୍ଷକ ନିଯୁକ୍ତି ନେଇ ଭାଇରାଲ ଚିଠି ଜାଲ୍, ସ୍ପଷ୍ଟ କଲା ଗଣଶିକ୍ଷା ବିଭାଗ
ୱାୟାନାଡରେ ଭୟଙ୍କର ଭୂସ୍ଖଳନ: ୩ ମୃତ, ୭ ନିଖୋଜ; ଜାରି ରହିଛି ଉଦ୍ଧାର କାର୍ଯ୍ୟ
ନାଟୋ ସମ୍ମିଳନୀ ପୂର୍ବରୁ ୟୁକ୍ରେନ୍‌ ଉପରେ ରୁଷର ଭୟଙ୍କର ଆକ୍ରମଣ, ୨୩ ମୃତ
ତେଲ ନଦୀରେ ଭାସି ଯାଇ ବୃଦ୍ଧଙ୍କ ମୃତ୍ୟୁ
ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦୀ
ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଗଜପତି
ଭୁବନେଶ୍ବର: ଦାମୀ ଗାଡ଼ିରେ ବ୍ରାଉନସୁଗାର କାରବାର, ବାପ–ପୁଅ ଗିରଫ

ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ; ୧୦ ମୃତ୍ୟୁ ସନ୍ଦେହ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର କିସ୍ତୱାର ଜିଲ୍ଲାରେ ପ୍ରକୃତିର ପ୍ରଳୟ ଆଗରେ ଛନିଛତ୍ର ହୋଇଯାଇଛି ଚଶୋତି ଗାଁ। ଏଠାରେ ବାଦଲ ଫଟା ବର୍ଷା ପରେ ଆସିଥିବା ଅଚାନକ ବନ୍ୟା ସବୁ କିଛି ଧ୍ୱଂସ କରି ଦେଇଛି। କିଛି ସମୟ ମଧ୍ୟରେ ସବୁ କିଛି ଭସାଇ ନେଇଛି। ମାଟି ମିଶା ପାଣିର ସ୍ରୋତରେ ଭାସି ଯାଇଛି
Read More...

ପୋଲିସ ଏନକାଉଣ୍ଟରରେ ଦୁଇ ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ମାନପୁର ଜିଲ୍ଲାର ମଦନବାଡା ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ ହେବା ପରେ ଗୁଳିବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟରରେ ଦୁଇ ଜଣ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ନିହତ ମାଓବାଦୀ ଦୁଇ ଜଣ ହେଲେ ଜଣେ ସେଣ୍ଟ୍ରାଲ କ୍ୟାଡ଼ର
Read More...

ଭୁବନେଶ୍ୱରରେ ହେବ ଭାରତର ସବୁଠୁ ବଡ ବିମାନ ମରାମତି କେନ୍ଦ୍ର

ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ପୂର୍ବ ଭାରତର ପ୍ରଥମ ବଡ଼ ବିମାନ ମରାମତି କେନ୍ଦ୍ର। ବିମାନ ସେବା ପାଇଁ ଓଡ଼ିଶାକୁ ଏକ ଆଞ୍ଚଳିକ କେନ୍ଦ୍ରରେ ପରିଣତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୂପ ରାଜ୍ୟ କ୍ୟାବିନେଟ୍‌ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ
Read More...

ଛାତ୍ରଛାତ୍ରୀଙ୍କ ପାଇଁ ଲାଗୁ ହେଲା ଡ୍ରେସ୍ କୋର୍ଡ

ସମ୍ବଲପୁର: ସମ୍ବଲପୁରର ବୁର୍ଲାରେ ଥିବା ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଡ୍ରେସକୋର୍ଡ ଲାଗୁ ହୋଇଛି । ୨୦୨୫-୨୬ ଶିକ୍ଷାବର୍ଷ ଠାରୁ ସମସ୍ତ ପ୍ରଥମ ବର୍ଷର ସ୍ନାତକ ଛାତ୍ରଙ୍କ ପାଇଁ ଏକ ବାଧ୍ୟତାମୂଳକ ୟୁନିଫର୍ମ ଡ୍ରେସ୍ କୋଡ୍ ଲାଗୁ ହୋଇଛି
Read More...

୧୦୯୦ ଜଣଙ୍କୁ ମିଳିବ ପଦକ : ଓଡ଼ିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପଦକ

ନୂଆଦିଲ୍ଲୀ; ସ୍ୱାଧୀନତା ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୋଲିସ, ଅଗ୍ନିଶମ, ଗୃହରକ୍ଷୀ, ସିଭିଲ ଡିଫେନ୍ସ ଏବଂ କରେକ୍ସନାଲ୍ ସେବାର ମୋଟ ୧୦୯୦ ଜଣ କର୍ମଚାରୀଙ୍କୁ ସାହସିକତା ଏବଂ ସେବା ପଦକରେ ସମ୍ମାନିତ କରାଯିବ। ଓଡିଶାର ଦୁଇ ଜଣଙ୍କୁ ରାଷ୍ଟ୍ରପତି ପଦକ
Read More...

ସୁଶୀଲ କୁମାରଙ୍କ ଜାମିନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଅଲମ୍ପିକ୍ସ ପଦକ ବିଜେତା ସୁଶୀଲ କୁମାରଙ୍କ ବିରୁଦ୍ଧରେ ମଲ୍ଲଯୋଦ୍ଧା ସାଗର ଧନକରଙ୍କୁ ହତ୍ୟା କରିବା ଅଭିଯୋଗରେ ମାମଲା ରୁଜୁ କରାଯାଇଥିଲା। ଯାହାକୁ ନେଇ ଦିଲ୍ଲୀ ହାଇକୋର୍ଟ ତାଙ୍କୁ ଜାମିନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ବର୍ତ୍ତମାନ୍ ସୁପ୍ରିମକୋର୍ଟ ସୁଶୀଲ କୁମାରଙ୍କ
Read More...

ପୁରୀରୁ ରାଜସ୍ଥାନକୁ ଗଡ଼ିବ ଟ୍ରେନ

ପୁରୀ: ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ। ଏଭଳି ଏକ ଐତିହାସିକ ପଦକ୍ଷେପ ନେଇଛି ଭାରତୀୟ ରେଳବାଇ। ଓଡିଶା ଓ ରାଜସ୍ଥାନ ମଧ୍ୟରେ ସାଂସ୍କୃତିକ ଓ ଅର୍ଥନୈତିକ ଅବିବୃଦ୍ଧି ପାଇଁ ପୁରୀ ଲାଲଗଡ ପୁରୀ ଏକ୍ସପ୍ରେସ ରାଜସ୍ଥାନର ଶ୍ରୀ ଗଙ୍ଗାନଗର ପର୍ଯ୍ୟନ୍ତ ସମ୍ପ୍ରସାରଣ ହୋଇଛି। ଗତକାଲି
Read More...

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା, ‘ମନ୍ଦିର ଭାଙ୍ଗିବେ ଆତଙ୍କବାଦୀ’

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପରେ ଅସାମାଜିକ ଯୁବକଙ୍କ ଦୌରାତ୍ମ୍ୟ। ଖୋଲାଖୋଲି ସୁରକ୍ଷା କର୍ମୀଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି ଦୁବୃର୍ତ୍ତ। ଶ୍ରୀମନ୍ଦିରକୁ ଆତଙ୍କବାଦୀ ଆକ୍ରମଣ ଧମକ ଚେତାବନୀ। ଏଥି ସହିତ ଫୋନ୍ ନମ୍ୱର ମଧ୍ୟ ଦିଆଯାଇଛି। ମନ୍ଦିରର ଦୁଇଟି ସ୍ଥାନରେ ଏପରି ଧମକପୂର୍ଣ୍ଣ
Read More...

ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା

ଭୁବନେଶ୍ଵର: ମଙ୍ଗଳବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି ମୁଖ୍ୟମନ୍ତ୍ରୀଙ୍କ ଅଫିସରୁ ଆସୁଥିବା UI ନୋଟ୍‌ରେ ତୁରନ୍ତ ଉତ୍ତର
Read More...

ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ଭବନ ନିକଟରେ ମଙ୍ଗଳବାର ଦିନ ଜଣେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମକୁ ପଣ୍ଡ କରିଛି ପୋଲିସ। ଝିଅର ଦୀର୍ଘ ଅସୁସ୍ଥତା ପାଇଁ ଦମ୍ପତି ଅତ୍ୟନ୍ତ ଚାପରେ ଥିବା କାରଣରୁ ଏପରି କରିଛନ୍ତି। ବୌଦ୍ଧ ଜିଲ୍ଲାର କୋଟାସିଙ୍ଗା ଅଞ୍ଚଳର ଦୁଇଜଣ ନାବାଳିକା
Read More...