ମୋଦିଙ୍କ ନାମରେ ନାମିତ ହେବ ଜେୱର ଅନ୍ତର୍ଜାତୀୟ ବିମାନବନ୍ଦର
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ଜେୱରସ୍ଥିତ ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ନାମ ପରିବର୍ତ୍ତନ କରି ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କ୍ୟାବିନେଟ୍ ବୈଠକ ପରେ ଏହି ସୂଚନା ଦେଇଛନ୍ତି। ନାମ!-->…
Read More...
Read More...