ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ନ୍ୟୁଜବ୍ୟୁରୋ: ଓଡ଼ିଶା ସରକାରଙ୍କ ଆଇନ ବିଭାଗ ରାଜ୍ୟରେ ନ୍ୟାୟ ସେବାକୁ ଆହୁରି ସୁଦୃଢ଼ କରିବା ଲକ୍ଷ୍ୟରେ ୮ଟି ନୂଆ ଅତିରିକ୍ତ ଜିଲା ଓ ଦୌରା ଜଜ୍ (ଏଡିଜେ) କୋର୍ଟ ଏବଂ ୩ଟି ଭିଜିଲାନ୍ସ କୋର୍ଟ ପ୍ରତିଷ୍ଠା ପାଇଁ ବିଜ୍ଞପ୍ତି ଜାରି କରିଛି। ଏହି ପଦକ୍ଷେପ ନ୍ୟାୟ ବିତରଣ ପ୍ରକ୍ରିୟାକୁ!-->…
Read More...
Read More...