ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଡିସେମ୍ବର ସୁଦ୍ଧା ପୂରଣ ହେବ ଅଗ୍ନିଶମ ବିଭାଗରେ ଖାଲିଥିବା ୩୦୦ ପଦବୀ

ଭୁବନେଶ୍ବର: ଆଜି ଭୁବନେଶ୍ବର ବରମୁଣ୍ଡା ଅଗ୍ନିଶମ ପ୍ରଶିକ୍ଷଣ କେନ୍ଦ୍ରରେ ଆୟୋଜିତ ୬୧ ତମ ଅଗ୍ନିଯୋଦ୍ଧା ଦୀକ୍ଷାନ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସେମାନଙ୍କ ମନୋବଳ ବଢାଇବା ସହ କାମକୁ ସମ୍ମାନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିପଦରେ ପଡ଼ିଥିବା
Read More...

ଢେଙ୍କାନାଳ ଏସପିଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ: ଢେଙ୍କାନାଳ ଏସପିଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ। ଅଘଟଣ ପୂର୍ବରୁ ପେଟ୍ରୋଲ ବୋତଲକୁ ଛଡାଇ ନେଲେ ପୋଲିସ। ପାରିବାରିକ କାରଣରୁ ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା। ମହିଳାଙ୍କ ଦିଅର ତାଙ୍କୁ ବାରମ୍ବାର ନିର୍ଯାତନା ଦେଉଥିବା ନେଇ
Read More...

ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲା ଦିଲ୍ଲୀରୁ ଗିରଫ ‌ହେଲେ ଦୁଇ ଅଭିଯୁକ୍ତ

ନ୍ୟୁଜ୍ ବ୍ୟୁରୋ: ବହୁଚର୍ଚ୍ଚିତ ପାତ୍ରପଡ଼ା ହିଟ୍‌ ଆଣ୍ଡ ରନ୍‌ ମାମଲାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଖଣ୍ଡଗିରି ଥାନା ପୋଲିସ। ଗିରଫ ଅଭିଯୁକ୍ତମାନେ ହେଲେ ସୋହମ ରାଜ ତ୍ରିପାଠୀ ଓ ରୋହନ ରଞ୍ଜନ ରାଉତ। ଦିଲ୍ଲୀରୁ ଗିରଫ ‌ହେଲେ ଉଭୟ ଯୁବକ। ଏହି ଦୁର୍ଘଟଣା ପରେ ମା’ ଓ ଝିଅଙ୍କୁ
Read More...

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ

ପୁରୀ: ଶ୍ରୀମନ୍ଦିର ପରିସରରେ ଖୋଲିବ ଏକ ସ୍ବତନ୍ତ୍ର ସ୍ତନ୍ୟପାନ ଗୃହ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଜନା ହୋଇଛି। ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ ଅନେକ ମା’ ନିଜ ଛୋଟ ଶିଶୁଙ୍କୁ ନେଇ ଆସିଥାନ୍ତି। ବିଶେଷ କରି ସ୍ତନ୍ୟପାନ ଉପରେ
Read More...

ନବୀନଙ୍କୁ ଭେଟିଲେ ମୋହନ

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭେଟିଛନ୍ତି। ନବୀନ ନିବାସ ଯାଇ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’
Read More...

୨ ମାସର ଶିଶୁ ପାଇଁ ଉଛୁଳା ନାଳକୁ ଡେଇଁଲେ ନର୍ସ

ହିମାଚଳ ପ୍ରଦେଶ: ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାର ଏକ ଷ୍ଟାଫ ନର୍ସଙ୍କର ସାହସ ଏବଂ ଇଚ୍ଛାଶକ୍ତିର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖି ଲୋକମାନେ ତାଙ୍କୁ ଖୁବ୍ ପ୍ରଶଂସା ମଧ୍ୟ କରୁଛନ୍ତି। ଏହି ଭିଡିଓଟି ଜିଲ୍ଲାର ଚୌହରଘାଟିର ସୁଧାର ପଞ୍ଚାୟତ ଗଢ଼ନାଳ ଅଞ୍ଚଳର। ଏହି
Read More...

ଭୁବନେଶ୍ବର ବିମାନ ବନ୍ଦରରୁ ୪ କୋଟିର ମାରିଜୁଆନା ଜବତ

ଭୁବନେଶ୍ବର: ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ପୁଣି ୪ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି। ଜବତ କଲା ଡିଆରଆଇ। ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ୍ ବିଭାଗ। ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଅଟକ ରଖି ପଚରାଉଚରା କରୁଛି କଷ୍ଟମ୍ ବିଭାଗ। ଏହି ୨ ଜଣ
Read More...

ସଂସଦ ଭିତରକୁ ପ୍ରବେଶ କଲେ ଦୃର୍ବୁତ୍ତ

ନୂଆଦିଲ୍ଲୀ: ସଂସଦର ସୁରକ୍ଷାରେ ଏକ ବଡ଼ ଧରଣର ଉଲ୍ଲଂଘନ ହୋଇଛି। ଜଣେ ବ୍ୟକ୍ତି ଗଛରେ ଚଢ଼ି କାନ୍ଥ ଡେଇଁ ସଂସଦ ଭିତରକୁ ପ୍ରବେଶ କରିଥିଲେ। ଏହି ବ୍ୟକ୍ତି ସଂସଦର ଗରୁଡ଼ ଫାଟକରେ ପହଞ୍ଚିଥିଲେ । ତା’ପରେ ସୁରକ୍ଷା କର୍ମୀ ସେହି ବ୍ୟକ୍ତିଙ୍କୁ ଧରିଥିଲେ। ଏହି ଅଭିଯୁକ୍ତ ଗଛ ସାହାଯ୍ୟରେ କାନ୍ଥ
Read More...

ଅନଲାଇନ୍ ଗେମିଂ ବିଲକୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ ବିଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଏବେ ଏହି ଫାଣ୍ଟାସୀ ଗେମିଂ ଉପରେ ତାଲା ପଡ଼ି । ରାଷ୍ଟ୍ରପତିଙ୍କ ମଞ୍ଜୁରୀ ସହ ଏବେ ଏହି ଗେମିଂ ଉପରେ ତାଲା ପଡ଼ିବାର ରାସ୍ତା ମଧ୍ୟ ପରିଷ୍କାର ହୋଇଯାଇଛି। ସଂସଦର ମୌସୁମୀ ଅଧିବେସନ
Read More...

ପିଏମଜିଏସ୍‌ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ
Read More...