ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା
ଭୁବନେଶ୍ବର: ଓଡ଼ିଶା ପୋଲିସ ସବ-ଇନସପେକ୍ଟର ନିଯୁକ୍ତି ପରୀକ୍ଷା ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଅକ୍ଟୋବର ୪ ଓ ୫ ତାରିଖରେ ଦୁଇଦିନ ଧରି ସବ-ଇନସପେକଟର ନିଯୁକ୍ତି ପରୀକ୍ଷା ବିଭିନ୍ନ ଜିଲ୍ଲାରେ କରାଯିବ। ଓଏମଆର୍ ସିଟ୍ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍ର!-->…
Read More...
Read More...