ବରଗଡ଼ ଧନୁଯାତ୍ରା ପାଇଁ ସରକାର ଦେବେ ୧ କୋଟି
ବରଗଡ଼: ବିଶ୍ୱପ୍ରସିଦ୍ଧ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପତ୍ତି ହୋଇଛି। ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକ ରାଶି ମିଳିବ।ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ!-->…
Read More...
Read More...