ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ନ୍ୟୁଜ ବ୍ୟୁରୋ: ଦେଶରେ ଡ୍ରାଇଭିଂ ଲାଇସେନ୍ସ (ଡିଏଲ) ଓ ଗାଡ଼ିର ରେଜିଷ୍ଟ୍ରେଶନ ସାର୍ଟିଫିକେଟ (ଆରସି)କୁ ନେଇ ଆସିପାରେ ନୂଆ ବ୍ୟବସ୍ଥା। ଟ୍ରାଫିକ ନିୟମ ଉଲ୍ଲଂଘନ ଉପରେ ନଜର ରଖିବା ପାଇଁ ଗ୍ରେଡେଡ ପଏଣ୍ଟ ସିଷ୍ଟମ ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଚାର କରୁଛନ୍ତି। ସୋସାଇଟି ଅଫ୍…
Read More...

ସୋଆ ଆଇଡିଆଥନ୍‌-୨୦୨୬: ଅଫ୍‌ଲାଇନ୍‌ ପର୍ଯ୍ୟାୟ ଓ ଏସ୍‌ଆଇଏଚ୍‌-୨୦୨୬ ପାଇଁ ୫୦ଟି ଛାତ୍ର ଦଳ ମନୋନୀତ

ଭୁବନେଶ୍ୱର, ସେପ୍ଟେମ୍ବର ୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ୍‌ ଟୁ ବି ୟୁନିଭର୍ସିଟି ପକ୍ଷରୁ ଆୟୋଜିତ ‘ସୋଆ ଆଇଡିଆଥନ୍‌-୨୦୨୬’ରେ ଅଂଶଗ୍ରହଣ କରିଥିବା ଦଳଗୁଡ଼ିକ ମଧ୍ୟରୁ ଶ୍ରେଷ୍ଠ ୫୦ଟି ଛାତ୍ର ଦଳଙ୍କୁ ଅଫ୍‌ଲାଇନ୍‌ ପର୍ଯ୍ୟାୟ ପାଇଁ ମନୋନୀତ କରାଯାଇଛି। ଏହି ଦଳଗୁଡ଼ିକ ଜାତୀୟସ୍ତରୀୟ…
Read More...

ଚେନ୍ନାଇରେ ହେବ ଅଲିମ୍ପିକ୍‌ ସିଟି ଓ ମୋଟୋରସ୍ପୋର୍ଟସ୍‌ ସିଟି

ତାମିଲନାଡୁ: ତାମିଲନାଡୁକୁ ଦେଶର ଏକ ପ୍ରମୁଖ କ୍ରୀଡ଼ା କେନ୍ଦ୍ରରେ ପରିଣତ କରିବା ଲକ୍ଷ୍ୟରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଯୋଶେଫ ବିଜୟ। ଗୁରୁବାର ବିଧାନସଭାରେ ସେ ଚେନ୍ନାଇରେ ବିଶ୍ୱସ୍ତରୀୟ ‘ତାମିଲନାଡୁ ଅଲିମ୍ପିକ୍‌ ସିଟି’ ଏବଂ ଉତ୍ସର୍ଗୀକୃତ ‘ମୋଟୋରସ୍ପୋର୍ଟସ୍‌ ସିଟି’…
Read More...

ଡ୍ରାଫ୍ଟ ଭୋଟର ତାଲିକାରୁ ବାଦ ପଡିଲା ରାଘବ ଚଢ଼ାଙ୍କ ନାଁ

ପଞ୍ଜାବ: ପଞ୍ଜାବର ଡ୍ରାଫ୍ଟ ଭୋଟର ତାଲିକାରୁ ରାଜ୍ୟସଭା ସାଂସଦ ରାଘବ ଚଢ଼ାଙ୍କ ନାଁ ବାଦ ପଡ଼ିବା ଘଟଣାକୁ ନେଇ ରାଜନୈତିକ ବିବାଦ ତୀବ୍ର ହୋଇଛି। ନିର୍ବାଚନ କମିଶନଙ୍କ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାରେ ଚଢ଼ାଙ୍କ ନାଁକୁ ‘ପର୍ମାନେଣ୍ଟଲି ସିଫ୍ଟେଡ୍’ ବା ‘ସ୍ଥାୟୀ ଭାବେ…
Read More...

ଓଡ଼ିଶାର ୧୪ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦୋନ୍ନତି

ଭୁବନେଶ୍ବର: ଓଡ଼ିଶା ପ୍ରଶାସନିକ ସେବାର ୧୪ ଜଣ ଅଧିକାରୀଙ୍କ ପଦୋନ୍ନତି ହୋଇଛି। ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବାରେ ସାମିଲ କରାଯାଇ ଓଡ଼ିଶା କ୍ୟାଡରରେ ନିଯୁକ୍ତି ଦିଆଯିବ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହି…
Read More...

ରାଜ୍ୟର ସବୁ ସ୍କୁଲରେ ପାଳନ ହେବ ଗୁରୁ ଦିବସ

ଭୁବନେଶ୍ବର: ଚଳିତବର୍ଷ ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ-୨୦୨୬ ପାଳନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୁରୁ ଦିବସ ଅବସରରେ ବିଦ୍ୟାଳୟ ଆଖପାଖ ଅଞ୍ଚଳରେ ବସବାସ କରୁଥିବା…
Read More...

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ମିଳିଲା ISO 9001:2015 ମାନ୍ୟତା

ଭୁବନେଶ୍ବର: ଗୁଣାତ୍ମକ ବିମାନବନ୍ଦର ପରିଚାଳନା କ୍ଷେତ୍ରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)କୁ ମିଳିଛି ଆଉ ଏକ ବଡ଼ ସ୍ୱୀକୃତି ବିମାନବନ୍ଦରରେ ଏୟାରପୋର୍ଟସ୍ ଅଥରିଟି ଅଫ୍ ଇଣ୍ଡିଆ (AAI) ପକ୍ଷରୁ ଲାଗୁ କରାଯାଉଥିବା ଗୁଣାତ୍ମକ ପରିଚାଳନା ବ୍ୟବସ୍ଥାକୁ ISO 9001:2015…
Read More...

ରାମ ମନ୍ଦିରର ନୂଆ ସିଇଓ ହେଲେ ଜିତେନ୍ଦ୍ର ମିଶ୍ର

ନୂଆଦିଲ୍ଲୀ: ରାମ ମନ୍ଦିରର ପ୍ରଶାସନିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ପ୍ରଥମ ଥର ପାଇଁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ନିଯୁକ୍ତି କରାଯାଇଛି। ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ଏହି…
Read More...

ଶେଷ ହେଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରର ରତ୍ନ ଅଳଙ୍କାର ଗଣତିମଣତି ପ୍ରକ୍ରିୟାର ୧୭ତମ ଦିନର କାର୍ଯ୍ୟ ଶେଷ ହୋଇଛି। ଆଜି ଦୀର୍ଘ ସମୟ ଧରି ରତ୍ନ ଅଳଙ୍କାରର ଗଣନା, ଚିହ୍ନଟ ଓ ଡକ୍ୟୁମେଣ୍ଟେସନ୍‌ କାର୍ଯ୍ୟ ଚାଲିଥିଲା। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ସକାଳ…
Read More...

ବିଶ୍ୱର ଶକ୍ତିଶାଳୀ ଦେଶ ତାଲିକାରେ ଭାରତ

କିର୍ଗିଜସ୍ତାନ: ସାଂଘାଇ ସହଯୋଗ ସଂଗଠନ (SCO) ସମ୍ମିଳନୀରେ ଭାରତକୁ ନେଇ ବଡ଼ ମତ ରଖିଛନ୍ତି ବେଲାରୁସ୍‌ ରାଷ୍ଟ୍ରପତି ଏଲେକ୍ସାଣ୍ଡର ଲୁକାଶେଙ୍କୋ। ଚୀନ୍‌ ଓ ରୁଷିଆ ସହ ଭାରତକୁ ମଧ୍ୟ ବିଶ୍ୱର ପ୍ରଭାବଶାଳୀ ତଥା ଶକ୍ତିଶାଳୀ ରାଷ୍ଟ୍ର ଭାବେ ସେ ଉଲ୍ଲେଖ କରିଛନ୍ତି। ତାଙ୍କ ଏହି ମନ୍ତବ୍ୟ…
Read More...