ପ୍ରମୁଖ ଖବର

ସ୍ୱାୟତ୍ତ ଶାସନ ଦିବସରେ ବଡ଼ ଘୋଷଣା: ୨୮ ନୂଆ ସହରାଞ୍ଚଳ ପାଇଁ ୫୬୦ କୋଟି
ସିନ୍ଧୁ ଜଳ ଚୁକ୍ତି ମାମଲା: ହେଗ୍‌ ଅଦାଲତର ରାୟକୁ ମାନିଲା ନାହିଁ ଭାରତ
ପରଲୋକରେ ଓଡ଼ିଶା କ୍ୟାଡର ଆଇପିଏସ୍‌ ଶଫିନ୍‌ ଅହମ୍ମଦ
ଚଳନ୍ତା ସ୍ଲିପର୍‌ ବସ୍‌ରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ୨ ଗିରଫ
ଢେଙ୍କାନାଳରେ ଖୋଲିଲା ରାଜ୍ୟର ତୃତୀୟ ‘ଚାଉଳ ଏଟିଏମ୍‌
ନେପାଳ ବନ୍ୟାର ମୃତ୍ୟୁସଂଖ୍ୟା ୯୦୩, ନିଖୋଜ ୪,୨୪୭
ଏସ୍‌ସିଓ ଶିଖର ସମ୍ମିଳନୀ ପାଇଁ ବିଶକେକରେ ମୋଦୀ

କେନ୍ଦୁଝରରେ ସ୍ଥାପିତ ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା

କେନ୍ଦୁଝର: ଦକ୍ଷିଣ କୋରିଆର ପ୍ରସିଦ୍ଧ ଇସ୍ପାତ ଶିଳ୍ପ ପୋସ୍କୋ ଏବଂ ଭାରତର ଜେ.ଏସ୍.ଡବ୍ଲ୍ୟୁର ମିଳିତ ଆନୁକୂଲ୍ୟରେ କେନ୍ଦୁଝର ଜିଲ୍ଲାର ପାଟଣା ଅଞ୍ଚଳରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ ଯାଉଛି। ଏହା ହେବ ରାଜ୍ୟର ଦ୍ୱିତୀୟ ବୃହତ ଇସ୍ପାତ କାରଖାନା। କେନ୍ଦୁଝରର ଲୁହାପଥର ବିଦେଶକୁ
Read More...

ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ଆଇପିଏସ ସ୍ତରରେ ଅଦଳବଦଳ କରାଯାଇଛି। ୧୮ ଜଣ ବରିଷ୍ଠ ଆଇପିଏସଙ୍କୁ ବଦଳି କରିଛନ୍ତି ସରକାର। ପିନାକ ମିଶ୍ର ପୋଲିସ ଇଷ୍ଟର୍ଣ୍ଣ ରେଞ୍ଜ ଡିଆଇଜି ନିଯୁକ୍ତ ହୋଇଥିବା ବେଳେ ସ୍ମିତ ପରମାରଙ୍କୁ କ୍ରାଇମବ୍ରାଞ୍ଚ ଏସପି ଦାୟିତ୍ବ ଦିଆଯାଇଛି। ସନ୍ତୋଷ ବାଲାଙ୍କୁ SFSL ନିର୍ଦ୍ଦେଶକ
Read More...

ଭ୍ୟାନ୍‌ରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ

ନ୍ୟୁଜ୍ ବ୍ୟୁରୋ: ଚୋରା ଚାଲାଣ ବେଳେ ଭ୍ୟାନ୍‌ରୁ ୧୦ କ୍ବିଣ୍ଟାଲ ଗଞ୍ଜେଇ ଜବତ। ଗଜପତିରୁ ପୁରୀ ଚାଲାଣ ହେଉଥିବାବେଳେ ଏନ୍ଏଚ୍ ୧୬ ଚଣ୍ଡେଶ୍ବର ନିକଟରୁ ଧରିଲା ଅବକାରୀ ବିଭାଗ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୫ ଲକ୍ଷ ଟଙ୍କା ହେବ । ତେବେ ଜଣେ ଅଭିଯୁକ୍ତକୁ ଗିରଫ କରି ତଦନ୍ତ
Read More...

ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ

ଝାରସୁଗୁଡା: ୨୦ ହଜାର ଟଙ୍କା ଲାଞ୍ଚ ନେଇ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର ଗିରଫ। ଲାଞ୍ଚ ମାମଲାରେ ସିବିଆଇ ଏମସିଏଲର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି ଭିଜିଲାନ୍ସ।ଅଭିଯୋଗକରୀଙ୍କ
Read More...

କୃଷି ସଚିବଙ୍କ ଚେତାବନୀ; ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ

ନ୍ୟୁଜ୍ ବ୍ୟୁରୋ: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି। ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ
Read More...

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲା: ରିମାଣ୍ଡରେ ଆସିବେ ଦୁଇ ଅଭିଯୁକ୍ତ

ଭୁବନେଶ୍ବର: ସ୍ଵତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଆଜି ଆଉ ଦୁଇ ଅଭିଯୁକ୍ତ ରିମାଣ୍ଡକୁ ଯିବେ। ଅଭିଯୁକ୍ତ ରାମ୍‌ଜୀ ପ୍ରସାଦ ଗୁପ୍ତା ଏବଂ ସନାତନ ବିଶୋଇ ଆଜି ରିମାଣ୍ଡରେ ଆସିବେ। ଚୌଦ୍ଵାର ଜେଲ୍‌ରୁ ବଲ୍‌ରୁ କ୍ରାଇମ୍‌ବ୍ରାଞ୍ଚ ସେମାନଙ୍କୁ ମୁଖ୍ୟାଳୟକୁ ଆଣି ଜେରା କରିବ।ଉଭୟ
Read More...

ସେପ୍ଟେମ୍ବର ୧୮ରୁ ବିଧାନସଭା ଅଧିବେଶନ

ଭୁବନେଶ୍ବର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ସେପ୍ଟେମ୍ବର ୧୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ ଏହି ଅଧିବେଶନ ସେପ୍ଟେମ୍ବର ୨୫ ତାରିଖ ଯାଏଁ ଚାଲିବ। ଗୃହରେ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ
Read More...

ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ବର: ହସ୍ପିଟାଲରୁ ଡିସଚାର୍ଜ ହେଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ଡ଼ିହାଇଡ୍ରେସନ ଯୋଗୁଁ ମେଡିକାଲରେ ଚିକିତ୍ସିତ ହେଉଥିଲେ ନବୀନ। ସୁସ୍ଥ ହେବାପରେ ଏକ ଘରୋଇ ହସ୍ପିଟାଲରୁ ହେଲେ ଡିସଚାର୍ଜ। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁସ୍ଥ ହେବା ପରେ
Read More...

୪,୫୧୫ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ

ଭୁବନେଶ୍ବର: ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ ୧୩୯ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ଓଡ଼ିଶା ସରକାର ୪,୫୧୫ କୋଟି ଟଙ୍କାର ୧୮ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଆଇଟି, ଉତ୍ପାଦନ, ପାନୀୟ, ପର୍ଯ୍ୟଟନ,
Read More...

ଆଗତ ହେଲା ଅନ୍‌ଲାଇନ୍‌ ଗେମିଂ ବିଲ୍‌

ନୂଆଦିଲ୍ଲୀ: ଲୋକସଭାରେ ବୁଧବାର ଉପସ୍ଥାପିତ ହେଲା ଅନ୍‌ଲାଇନ୍‌ ଗେମିଂ ବିଲ୍‌ ୨୦୨୫। ବିଲ୍‌କୁ ଉପସ୍ଥାପନ କରିଛନ୍ତି ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବେଟିଂ ସହ ଜଡିତ ଅନଲାଇନ୍‌ ଟଙ୍କା ଖେଳକୁ ନିଷିଦ୍ଧ କରିବାକୁ ଏହାର ଲକ୍ଷ୍ୟ ରଖାଯାଇଛି।ଇ-କ୍ରୀଡାକୁ
Read More...