ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଏଣିକି ଓଡ଼ିଆରେ ପାଠ ପଢ଼ିବେ ଯୁକ୍ତ ୨ ବିଜ୍ଞାନ ଛାତ୍ରଛାତ୍ରୀ

ଭୁବନେଶ୍ବର: ଓଡ଼ିଆ ଭାଷାରେ ପାଠ ପଢ଼ିବେ ଯୁକ୍ତ୨ ବିଜ୍ଞାନ ଛାତ୍ରୀଛାତ୍ର। ଏଥିପାଇଁ ସ୍ବତନ୍ତ୍ର ଭାବେ ବହି ପ୍ରସ୍ତୁତ କରାଯାଇଛି। ଗୁରୁବାର ରମାଦେବୀ ମହିଳା ମହାବିଦ୍ୟାଳୟରେ ଓଡ଼ିଆ ଭାଷାରେ ଲିଖିତ ଯୁକ୍ତ୨ ବିଜ୍ଞାନ ପୁସ୍ତକ ଲୋକାର୍ପଣ ହୋଇଛି। ରମାଦେବୀ ମହିଳା ମହାବିଦ୍ୟାଳୟ ଏବଂ ଓଡ଼ିଆ
Read More...

ରେଳ ଷ୍ଚେସନ ଏବଂ ବସ ଷ୍ଟାଣ୍ଡରେ ପ୍ରତିଷ୍ଠା ହେବ ଶିଶୁ ସହାୟତା କେନ୍ଦ୍ର

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ସୁରକ୍ଷା ସମୀକ୍ଷା ବୈଠକରେ ରେଳ ଷ୍ଟେସନ ଓ ବସ୍ ଷ୍ଟାଣ୍ଡରେ ଶିଶୁ ସହାୟତା କେନ୍ଦ୍ର ସ୍ଥାପନ ନିଷ୍ପତ୍ତି ନିଆଯାଇଛି। ବୈଠକରେ କେନ୍ଦ୍ର ସରକାରଙ୍କ ‘ମିଶନ୍ ବାତ୍ସଲ୍ୟ’
Read More...

ଓଡ଼ିଶା ଟେକ୍ସର ଶୁଭାରମ୍ଭ

ଭୁବନେଶ୍ବର: ଟେକ୍ସଟାଇଲ ଶିଳ୍ପର ବିକାଶ ଦିଗରେ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ। ଶୁକ୍ରବାର ଲୋକସେବା ଭବନରେ ‘ଓଡ଼ିଶା ଟେକ୍ସ ୨୦୨୫’ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୬ ଗୋଟି ଟେକ୍ସଟାଇଲ୍ ଓ ଆପାରେଲ୍ ପାର୍କର ଉଦଘାଟନ କରିଛନ୍ତି। କଟକ,
Read More...

ସ୍କୁଲ ଛାତ ଭୁଶୁଡି ୪ ପିଲା ମୃତ

ରାଜସ୍ଥାନ: ଶୁକ୍ରବାର ସକାଳେ ରାଜସ୍ଥାନର ଝାଲାୱାଡ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମନୋହରଥାନା ବ୍ଲକର ପିପ୍ଲୋଡି ଗାଁରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ି ପଡ଼ିବା ଫଳରେ ୪ ଜଣ ପିଲାଙ୍କ ମୃତ୍ୟୁ ଘଟିଛି। ଅନେକ ପିଲା ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା
Read More...

ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବଢିଲା ବୟସସୀମା

ଭୁବନେଶ୍ଵର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ପାଇଁ ବୟସସୀମା ବଢିଲା। ରାଜ୍ୟ ସରକାର ବୟସସୀମା ୩ ବର୍ଷ କୋହଳ କରିଛନ୍ତି। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ
Read More...

ଖାଇକୁ ଖସିଲା ବସ୍

ହିମାଚଳ ପ୍ରଦେଶ: ଆଜି ସକାଳ ପ୍ରାୟ ୧୦ଟା ସମୟରେ ହିମାଚଳ ପ୍ରଦେଶର ମଣ୍ଡି ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ହିମାଚଳ ସଡ଼କ ପରିବହନ ନିଗମ (HRTC)ର ଏକ ବସ୍ ନିୟନ୍ତ୍ରଣ ହରାଇ ଖାଇକୁ ଖସି ପଡ଼ିଛି। ଏହି ସଡ଼କ ଦୁର୍ଘଟଣାରେ ସାତ ଜଣ ଯାତ୍ରୀ ପ୍ରାଣ ହରାଇଛନ୍ତି ଓ ୨୨
Read More...

ସମ୍ ହସ୍ପିଟାଲ୍ ପକ୍ଷରୁ ରାଜ୍ୟସ୍ତରୀୟ ନବଜାତ ଏନ୍‌ଆଇଭି କର୍ମଶାଳା ଆୟୋଜିତ

ଭୁବନେଶ୍ୱର: ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ନିକଟରେ ରାଜ୍ୟସ୍ତରୀୟ ନବଜାତ ନନ୍ଇ ନ୍‌ଭାସିଭ ଭେନ୍‌ଟିଲେସନ୍ (ଏନଆଇଭି) କର୍ମଶାଳା ଆୟୋଜିତ ହୋଇଯାଇଛି। ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ପ୍ରାୟ ୪୬ ଜଣ ଡାକ୍ତର ଓ ନର୍ସ ଯୋଗ ଦେଇଥିଲେ। ନନ୍
Read More...

ଜିନ୍ଦଲ ଫାଉଣ୍ଡେସନର ଦୁଇ ଜଣ ଉଶୁ ଚାମ୍ପିଅନମାନ ଓଡ଼ିଶା ରାଜ୍ୟପାଳଙ୍କ ଦ୍ବାରା ସମ୍ମାନିତ

ଭୁବନେଶ୍ୱର: ଗତକାଲି (୨୩ ଜୁଲାଇ ୨୦୨୫) ଭୁବନେଶ୍ୱରର ରାଜଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡ଼ିଶାର ମହାମହିମ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ ପାଟି ଜିନ୍ଦଲ ଫାଉଣ୍ଡେସନ ଉଶୁ ତାଲିମ କାର୍ଯ୍ୟକ୍ରମର ଦୁଇ ଯୁବ ଖେଳାଳି - ପ୍ରେମ ମୁଣ୍ଡା ଏବଂ ରାଜକୁମାର ମୁଣ୍ଡାଙ୍କୁ ସମ୍ମାନିତ
Read More...

ଆଇଏଏସ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ

ଧର୍ମଗଡ଼: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍‌ମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ। ସୂଚନା ଅନୁସାରେ ଭିଜିଲାନ୍ସ ଗିରଫ ପରେ ତାଙ୍କ ପଦରୁ
Read More...

ଅଗଷ୍ଟ ପହିଲାରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ର୍ରାପଡା: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ଦୀର୍ଘ ୩ ମାସ ଧରି ବନ୍ଦ ରହିବା ପରେ ଭିତରକନିକା ଖୋଲୁଥିବାରୁ ପର୍ଯ୍ୟଟକ ବେଶ ଉତ୍ସାହିତ। ପର୍ଯ୍ୟଟକଙ୍କୁ ସ୍ବାଗତ କରିବା ପାଇଁ ବନବିଭାଗର ପ୍ରସ୍ତୁତି ଶେଷ
Read More...