ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ସମେତ ୧୨ ଗିରଫ
ବ୍ରହ୍ମପୁର: ବହୁ ଚର୍ଚ୍ଚିତ ବ୍ରହ୍ମପୁର ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ଘଟଣାରୁ ପରଦା ଉଠିଛି। ଦୀର୍ଘ ୧୫ ଦିନ ପରେ ହତ୍ୟାକାଣ୍ଡ ଉପରୁ ପରଦା ଉଠାଇବା ସହ ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ। ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ!-->…
Read More...
Read More...