ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଗିରଫ ହେଲେ ସହକାରୀ ଯନ୍ତ୍ରୀ ନରେଶ ଦାସ

ଭୁବନେଶ୍ବର: ଗିରଫ ହେଲେ ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ ନରେଶ କୁମାର ଦାସ। ଲାଞ୍ଚ ନେବା ଅଭିଯୋଗରେ ନରେଶ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧରା ପଡିଥିଲେ
Read More...

କେମିତି ରହିବ ଆସନ୍ତା ତିନି ଦିନ ର ପାଣିପାଗ ?

ଭୁବନେଶ୍ବର: ଆସନ୍ତା ୨-୩ ଦିନ ଯାଏଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗର ରୁ ଆଦ୍ର ଜଳୀୟବାଷ୍ପ ପୁର୍ଣ୍ଣ ବାୟୁ ପ୍ରବାହ ହେବା ଯୋଗୁଁ ରାଜ୍ୟ ର ବିଭିନ୍ନ ଅଞ୍ଚଳ ରେ ମୁଖ୍ୟତଃ ଅପରାହ୍ନ ସମୟ ରେ ଆକାଶ କେତେକାଂଶ ରେ ମେଘାଚ୍ଛନ୍ନ ରହିବା ସହ
Read More...

ଲୋକସଭାରେ ଆଗତ ହେଲା ୱାକଫ୍ ବିଲ୍

ନୂଆଦିଲ୍ଲୀ: ଆଜି ଲୋକସଭାରେ ଆଗତ ହୋଇଛି ସଂଶୋଧିତ ଓ୍ବାକଫ୍ ବିଲ୍। ବିରୋଧୀଙ୍କ ତୀବ୍ର ବିରୋଧ ସତ୍ବେ ବାଚସ୍ପତି ଓମ୍ ବିର୍ଲା ଙ୍କ ଅନୁମତି କ୍ରମେ ଆଜି ସଂସଦରେ ସଂଶୋଧିତ ଓ୍ବାକଫ୍ ବିଲ୍ ଆଗତ କରିଛନ୍ତି ସଂସଦୀୟ ଓ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ।ବିଲ୍ ଉପସ୍ଥାପନ ହେବା ପରେ
Read More...

ହୋମଗାର୍ଡରେ ଚାକିରି କରାଇଦେବା ନାଁରେ ଠକେଇ

କଟକ: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣା ଗ୍ରାମର ଗୁଣ୍ଡିଚା
Read More...

ଆୟୁଷ ଡ଼ାକ୍ତର ଚାକିରି ସ୍ଥାୟୀକରଣ ଦାବି

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲା ସଂଘ ଭୁବନେଶ୍ବର: ବାରମ୍ବାର ଦାବି ପରେ ବି ଶୁଣୁନାହାଁନ୍ତି ରାଜ୍ୟ ସରକାର। ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟ କରୁଥିବା ଅଲ୍ ଓଡ଼ିଶା ଆୟୁଷ ଡାକ୍ତର ସଂଘ ୧୬ ବର୍ଷ ହେବ ଚୁକ୍ତି ଭିତ୍ତିରେ ସିଏଚସି/ପିଏଚସିରେ କାର୍ଯ୍ୟ କରୁଛନ୍ତି। ସବୁ
Read More...

ଅନାସ୍ଥା ଭୋଟରେ ହାରିଗଲେ ବ୍ୟାସନଗର ପୌରାଧ୍ୟକ୍ଷା

ବ୍ୟାସନଗର: ଅନାସ୍ଥାରେ ହାରିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ବିଜେଡି ପୌରାଧ୍ୟକ୍ଷାଙ୍କୁ ହରାଇଲେ ଖୋଦ୍ ବିଜେଡି କାଉନସିଲର୍। ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ ବସିଲେ ବ୍ୟାସନଗର ପୌରାଧ୍ୟକ୍ଷା ସଂଗୀତା ପିଙ୍ଗୁଆ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ପୌର କାର୍ଯ୍ୟାଳୟର
Read More...

ସୋଆ ଆଇବିସିଏସ୍ ପକ୍ଷରୁ ଏସ୍‌ପିଏସ୍‌ଏସ୍ ସମ୍ପର୍କିତ କର୍ମଶାଳା ଆୟୋଜିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ପକ୍ଷରୁ ‘ଷ୍ଟାଟିଷ୍ଟିକାଲ ଡାଟା ଆନାଲିସିସ୍ ୟୁଜିଂ ଷ୍ଟାଟିଷ୍ଟିକାଲ୍ ପ୍ୟାକେଜ ଫର ସୋସିଆଲ୍ ସାଇନ୍‌ସେସ୍‌’ ଶୀର୍ଷକ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି।
Read More...

ଟ୍ରକକୁ ସାଇଡ୍ ଦେବାକୁ ଯାଇ ଓଲଟିଲା ବସ୍;୨୦ ଆହତ

ନୀଳଗିରି: ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନୀଳଗିରିରୁ ଉଦଳା ଅଭିମୁଖେ ଯାଉଥିବା ବସ୍ ଭାଲୁକାଶୁଣୀ ପାଖରେ ଟ୍ରକ୍‌କୁ ସାଇଡ୍ ଦେବାବେଳେ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଏକ ଟ୍ରକ୍‌କୁ
Read More...

କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର

ଭୁବନେଶ୍ବର: ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍ ଆଶଙ୍କା। ବିଧାନସଭାରେ କିଛି ଏପରି ମନ୍ତବ୍ୟ ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲ୍ଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବଢୁଥିବା ନେଇ ମନ୍ତ୍ରୀ ଚିନ୍ତା ପ୍ରକଟ କରିଥିବା ବେଳେ,
Read More...

ସବସିଡି ଦରରେ ଚାଉଳ ଗହମ ଚିନି ପାଇବେ ମଧ୍ୟବିତ୍ତ

ଭୁବନେଶ୍ବର: ପ୍ରତି ପଞ୍ଚାୟତରେ ହେବ ପୋଷଣ କେନ୍ଦ୍ର। ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ପୋଷଣ କେନ୍ଦ୍ର ହେବ। ମଧ୍ୟବିତ୍ତ ପରିବାର ସବସିଡି ଦରରେ ଚାଉଳ ଗହମ ଚିନି ପାଇବେ। ଆଜି ବିଧାନସଭାରେ ବିବୃତି ରଖିଛନ୍ତି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
Read More...