ଚା’ ଦୋକାନକୁ ମାଡ଼ିଗଲା ହାଇୱା, ୩ ମୃତ
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା କେ. ବଲାଙ୍ଗ ଥାନା ଅଧୀନ ଜାମୁଡିହି ଟୋଲଗେଟ୍ ନିକଟକରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ହାଇଓ୍ବା ଭାରସାମ୍ୟ ହରାଇ ଏକ ଚା’ଦୋକାନ ଭିତରକୁ ମାଡି ଯିବାଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ସମେତ ୩ଜଣଙ୍କ ମୃତ୍ୟୁ!-->…
Read More...
Read More...