ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ମହାନଦୀରେ ବୁଡି ଯାଇ ୨ ଯୁବକ ମୃତ

କଟକ: ମହାନଦୀରେ ବୁଡି ଯାଇ ୨ ମୃତ। ଗୁରୁବାର ମହାନଦୀରେ ଭାସି ଯାଇଥିବା ଦୁଇ ଯୁବକଙ୍କୁ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଏସସିବି ମେଡିକାଲ ନେଇଯାଇଥିଲେ। କିନ୍ତୁ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଡାକ୍ତରମାନେ ସେମାନଙ୍କୁ ‘ଆଣିବା ସମୟରେ ମୃତ’ ଘୋଷଣା
Read More...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ପ୍ରଶାନ୍ତଙ୍କ ପରିବାରକୁ ମିଳିବ ୨୦ଲକ୍ଷ ଟଙ୍କାର ସହାୟତା

ଭୁବନେଶ୍ବର; ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ଶେଷକୃତ୍ୟ। ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଇସାଣୀ ଗାଁରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇବା ସହ
Read More...

ହସ୍ପିଟାଲ୍ ଲିଫ୍ଟରେ ଚାପି ହୋଇ ବୃଦ୍ଧାଙ୍କ ମୃତ୍ୟୁ

ଭଦ୍ରକ: ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ। ମୃତ ମହିଳା ହେଲେ ରାନ୍ଦିଆ ପଞ୍ଚାୟତ ନରସିଂହପୁର ଗ୍ରାମର ମିନତୀ ପରିଡା। ସେ ଶ୍ୱାସ ଓ ଥାଇରଏଡ଼ ରୋଗରେ ଆକ୍ରାନ୍ତ ହୋଇ ଭଦ୍ରକ ହସ୍ପିଟାଲକୁ ଆସିଥିଲେ ଏବଂ ଡାକ୍ତର ତାଙ୍କୁ
Read More...

ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ

ବାଲେଶ୍ୱର: ପଞ୍ଚଭୂତରେ ବିଲୀନ ହେଲେ ପ୍ରଶାନ୍ତ ଶତପଥୀ। ଗାଁ ଶ୍ମଶାନରେ ଜଳିଲା ଆତଙ୍କୀ ଗୁଳିର ଶିକାର ପ୍ରଶାନ୍ତ ଶତପଥୀଙ୍କ ଚିତା। ଲୁହ ଛଳଛଳ ଆଖିରେ ପ୍ରଶାନ୍ତଙ୍କୁ ଅଶ୍ରୁଳ ବିଦାୟ ଜଣାଇଲା ଜନ୍ମମାଟି। କୁନି ପୁଅ ମୁଖାଗ୍ନି ଦେବା ପରେ ପଞ୍ଚଭୂତରେ ବିଲୀନ ହୋଇଛନ୍ତି ପ୍ରଶାନ୍ତ ଶତପଥୀ।
Read More...

ପହଲଗାମ ଘଟଣାର ବଦ୍‌ଲା ନେବ ଭାରତ

ନୂଆଦିଲ୍ଲୀ: ଯେଉଁମାନେ ଆତଙ୍କୀ ଆକ୍ରମଣ ଷଡଯନ୍ତ୍ରରେ ସାମିଲ ଥିଲେ ସେମାନଙ୍କୁ କଳ୍ପନାରୁ ବାହାରେ ମିଳିବ କଠୋର ଦଣ୍ଡ। ଯେଉଁମାନେ ଭାରତର ଆତ୍ମା ଉପରେ ଆକ୍ରମଣ କରିବାର ଦୁଃସାହସ ଦେଖାଇଛନ୍ତି ସେମାନଙ୍କୁ ଛଡା ଯିବନି। ମିଳିବ କଠୋର ଦଣ୍ଡ। ସେମାନଙ୍କୁ ମାଟିରେ ମିଶାଇ ଦିଆଯିବାର ସମୟ ଆସିଛି।
Read More...

ଜରୁରୀକାଳୀନ ଆମ୍ବୁଲାନ୍ସ ସେବାକୁ ଓଡ଼ିଶା କ୍ୟାବିନେଟର ମଞ୍ଜୁରୀ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟ ବୈଠକ ବସିଥିଲା। ମୁଖ୍ୟ ସଚିବ ମନୋଜ ଆହୁଜା କହିଛନ୍ତି ଯେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ପ୍ରୟାସରେ ବୁଧବାର ଦିନ ୨୦୨୩-୨୪ ରୁ ୨୦୨୭-୨୮ ପର୍ଯ୍ୟନ୍ତ
Read More...

ଭାରତ ସରକାରଙ୍କ ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ

ଆତଙ୍କବାଦୀ ହମଲା ପରେ ଭାରତର ବଡ଼ ନିଷ୍ପତ୍ତି:: ଅଟାରୀ-ୱାଘା ସୀମା ବନ୍ଦ, ସିନ୍ଧୁ ନଦୀ ଚୁକ୍ତି ବାତିଲଜମ୍ମୁ: ଜମ୍ମୁ ଓ କଶ୍ମୀରର ପହଲଗାମ୍‌ରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ହମଲା ପରେ ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାର ପ୍ରତିବାଦ ସ୍ୱରୂପ
Read More...

ପହଲଗାମ୍ ହମ୍‌ଲା : ମୃତକଙ୍କ ସମ୍ପର୍କୀୟଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ସହାୟତା

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀର ପହଲଗାମ୍ ଆତଙ୍କୀ ହମଲା ଘଟଣା। ଜମ୍ମୁ କାଶ୍ମୀର ସରକାରଙ୍କ ପକ୍ଷରୁ ମୃତକଙ୍କ ସମ୍ପର୍କୀୟଙ୍କୁ ୧୦ ଲକ୍ଷର କ୍ଷତିପୂରଣ ସହାୟତା ଘୋଷଣା କରାଯାଇଛି।ଗୁରୁତର ଆହତଙ୍କୁ ମିଳିବ ୨ ଲକ୍ଷ ଟଙ୍କା ଓ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ନେଇ ଘୋଷଣା କରିଛନ୍ତି
Read More...

ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲାରେ ନାବାଳକଙ୍କ ସମେତ ୩ ଅଟକ

ତଳସରା: ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ତଳସରା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏହି ଘଟଣାରେ ଜଣେ ନାବାଳକଙ୍କ ସମେତ ୩ଜଣଙ୍କୁ ଅଟକ ରଖିଛି। ପୋଲିସ ସୂଚନା
Read More...

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ କ୍ରମେ ରାଜ୍ୟ
Read More...