ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ବିଜେଡି ନେତା ରାଜା ଚକ୍ରଙ୍କ ୩ ଠିକଣାରେ ପୁଣି ରେଡ୍‌

କେନ୍ଦୁଝର: ବିଜେଡି ନେତା ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ ଜାରି ରହିଛି। କ୍ରାଇମବ୍ରାଞ୍ଚ, ଇଓଡବ୍ଲୁ ଏବଂ ଏସଟିଏଫ୍ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଉଛି। ବଣାଇ, ଗୋପାଳପୁର ବନ୍ଦର ଏବଂ କେନ୍ଦୁଝର ଟାଉନରେ ରେଡ୍ ଚାଲିଛି। ଅନ୍ତରୀଣ ସୁରକ୍ଷାରେ ଥିବା ରାଜା ଚକ୍ରଙ୍କର ଆଜି
Read More...

ଗୃହରେ ହାତାହାତି ହେଲେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି

ଭୁବନେଶ୍ବର: ଆଜି ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହାତାହାତି ହୋଇଗଲେ ଦୁଇ ବିଧାୟକ ଜୟନାରାୟଣ ଓ ତାରା ବାହିନୀପତି। ପ୍ରଥମେ ଜୟନାରାୟଣ ମୋ କଲର୍‌ ଧରିଲେ ବୋଲି ତାରା କହିଛନ୍ତି। ଶେଷରେ ଗୃହକୁ ମୁତଲବତୀ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ଆଜି ବିଧାନସଭା କାର୍ଯ୍ୟ ଆରମ୍ଭ ହେବା
Read More...

ରାଜ୍ୟରେ ବଢୁଛି ନକଲି ଔଷଧ କାରବାର

ଭୁବନେଶ୍ବର: ଆଜି ବିଧାନସଭାରେ ଓଡ଼ିଶାର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଏହା ବିବୃତ୍ତିରେ କହିଛନ୍ତି ଯେ, ରାଜ୍ୟରେ ନକଲି ଔଷଧ କାରବାର ବୃଦ୍ଧି ପାଇଛି। ଯାହା ଅନେକ ରୋଗୀଙ୍କ ଜୀବନକୁ ବିପଦରେ ପକାଇଛି। ଗତ ୩ ବର୍ଷ ଭିତରେ ୪ ସଂସ୍ଥାକୁ ତାଲିକାଭୁକ୍ତ
Read More...

ଭୂପେଶ ବାଘେଲଙ୍କ ପୁଅ ଘରେ ଇଡି ରେଡ୍

ଛତିଶଗଡ଼: ମଦ ଦୁର୍ନୀତି ଘଟଣାରେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଛି । ଛତିଶଗଡ ଭିଲାଇରେ ଚୈତନ୍ୟଙ୍କ ବାସଭବନ ସମେତ ପ୍ରାୟ ୧୪ଟି ସ୍ଥାନରେ ସର୍ଚ୍ଚ ଅପରେସନ୍ ଜାରି ରହିଥିବା ସୂଚନା
Read More...

୫ ବର୍ଷରେ ଆତ୍ମହତ୍ୟା କଲେଣି ୭୨ ଛାତ୍ରଛାତ୍ରୀ

ଭୁବନେଶ୍ବର: ଗତ ୫ ବର୍ଷରେ ଇଚ୍ଛାମୃତ୍ୟୁରେ ଗଲାଣି ୭୨ ଜୀବନ। ଆଜି ବିଧାନସଭାରେ ବିଧାନସଭାରେ ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣାଗୁଡ଼ିକର କାରଣ ସମ୍ପର୍କରେ ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ, ଏହି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଂଗ୍ରେସ ବିଧାୟକ ସୋଫିଆ
Read More...

ଇତିହାସ ରଚିଲା ଭାରତ

ଦୁବାଇ: ଭାରତର ବଡ଼ ବିଜୟ। ଅପରାଜେୟ ରହି ଚମ୍ପିୟାନ୍ସ ଟ୍ରଫି ଜିତିଲା ଭାରତ। ୪ ଓ୍ବିକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଛି ଭାରତ। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରିଛି। ଟିମ୍ ଇଣ୍ଡିଆ ପକ୍ଷରୁ ରୋହିତ ଶର୍ମା
Read More...

ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ସୁନ୍ଦରଗଡ଼଼: ସୁନ୍ଦରଗଡ଼଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ଛୁରିଚଖା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ। ଘରୋଇ କଳିକୁ ନେଇ ମଦ୍ୟପ ପୁଅର ଟାଙ୍ଗିଆ ଚୋଟରେ ବାପାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ନାମ ସିରାନୁସ ଟେଟେ ହୋଇଥିବାବେଳେ ଅଭିଯୁକ୍ତ
Read More...

ଗାଁକୁ ଆସିଲା ବିଭାଷଙ୍କ ପାର୍ଥିବ ଶରୀର

ଦାରିଙ୍ଗବାଡ଼ି: କର୍ଣ୍ଣାଟକରୁ ଦାରିଙ୍ଗବାଡ଼ି ତେରାବାଡି ଗାଁକୁ ଆସିଲା ବିଭାସ କୁମାର ନାୟକଙ୍କ ପାର୍ଥିବ ଶରୀର। ମୃତଦେହ ପହଞ୍ଚିବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଆତ୍ମୀୟଙ୍କ କାନ୍ଦ ବୋବାଳିରେ ଫାଟିପଡୁଛି ସାରା ଅଞ୍ଚଳ। ବିଭାସଙ୍କ ଶେଷ ଦର୍ଶନ ପାଇଁ ସମ୍ପର୍କୀୟଙ୍କ ଭିଡ଼
Read More...

ଜୟା ହୋଟେଲ ପରିସରରେ ୧୬୩ ଲାଗୁ

ପୁରୀ: ମଟନ ନାଁରେ ଗୋମାଂସ ବିକ୍ରି ଅଭିଯୋଗ ଘଟଣାରେ ପୁରୀ ସାକ୍ଷୀଗୋପାଳର ବିବାଦୀୟ ଜୟା ଢ଼ାବା ନିକଟରେ ୧୬୩ ଧାରା ଜାରି କରିଛି ଜିଲା ପ୍ରଶାସନ। ଏହି ଢ଼ାବାରେ ମଟନ୍ ନାଁରେ ଗୋମାଂସ ରୋଷେଇ କରି ଗ୍ରାହକ ମାନଙ୍କୁ ଦିଆଯାଉଥିଲା। ଜୟା ଢାବାର ୧ କିଲୋମିଟର ପରିଧି ପର୍ଯ୍ୟନ୍ତ ପ୍ରଶାସନ ୧୬୩
Read More...

ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଅଯୋଧ୍ୟା-ବାରଣାସୀକୁ ଗଡିଲା ସ୍ୱତନ୍ତ୍ର ଟ୍ରେନ

ବ୍ରହ୍ମପୁର: ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନାରେ ବ୍ରହ୍ମପୁରରୁ ଗଡିଲା ସ୍ବତନ୍ତ୍ର ଟ୍ରେନ। ବରିଷ୍ଠ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ରେଳଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀ ଅଭିମୁଖେ ଗତକାଲି ଟ୍ରେନ ଯାତ୍ରା ଆରମ୍ଭ ହୋଇଛି। ଦକ୍ଷିଣ ଓଡିଶାର ୫ଟି ଜିଲ୍ଲାର ମୋଟ ୮୦୦ ଜଣ ବରିଷ୍ଠ
Read More...