ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଅସୁସ୍ଥ। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ଛାତିରେ ଯନ୍ତ୍ରଣା ହୋଇଥିଲା। ଏବେ ସେ କ୍ରିଟିକାଲ କେୟାର ୟୁନିଟରେ ଥିବାବେଳେ ତାଙ୍କର ସ୍ୱାସ୍ଥ୍ୟବସ୍ଥା
Read More...

ରାଜଧାନୀରେ ଏନକାଉଣ୍ଟର

ଦୁର୍ଦ୍ଦାନ୍ତ ଏଟିଏମ୍‌ ଲୁଟେରା ଗୁରୁତରଭୁବନେଶ୍ବର: ରାତି ଅଧରେ ରାଜଧାନୀ ଛାତି ଉପରେ ହୋଇଛି ବଡ଼ ଏନକାଉଣ୍ଟର। ବଡ଼ଗଡ଼ ଅଞ୍ଚଳରେ ଏଟିଏମ ଲୁଟ ବେଳେ ଲୁଟେରା-ପୋଲିସ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଗୁଳି ବିନିମୟ ହୋଇଥିଲା। ଦୁର୍ଦ୍ଦାନ୍ତ ଆନ୍ତଃରାଜ୍ୟ ଏଟିଏମ୍ ଲୁଟେରାକୁ ଏନକାଉଣ୍ଟର କରିଛି
Read More...

ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ

ଭୁବନେଶ୍ବର: ପରଲୋକରେ ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ। ନବୀନ ପଟ୍ଟନାୟକଙ୍କ ସରକାରରେ ଗୁରୁତ୍ବପୂର୍ଣ୍ଣ ବିଭାଗରେ ମନ୍ତ୍ରୀ ଦାୟିତ୍ବ ତୁଲାଇଥିବା ତଥା ଚାରି ଚାରି ଥର ବିଧାୟକ ହୋଇଥିବା ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ପରଲୋକ ଘଟିଛି। ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ
Read More...

କର୍ଣ୍ଣାଟକରେ ଇସ୍ରାଏଲୀ ପର୍ଯ୍ୟଟକଙ୍କୁ ଦୁଷ୍କର୍ମ, ଓଡ଼ିଆ ଯୁବକଙ୍କୁ ହତ୍ୟା

କର୍ଣ୍ଣାଟକ: କର୍ଣ୍ଣାଟକ ଗଙ୍ଗାବତୀ ପର୍ଯ୍ୟଟକ ଆକ୍ରମଣ ମାମଲାରେ ନିଖୋଜ ଥିବା ଓଡ଼ିଆ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ନାମ ବିବାସ ବୋଲି ଜଣାପଡ଼ିଛି। ଏକ ଦୁଷ୍କର୍ମ ଏବଂ ଆକ୍ରମଣ ମାମଲାରେ ୪୨ ବର୍ଷିୟ ବିବାସ କେନାଲରେ ନିଖୋଜ ହୋଇଯାଇଥିଲେ। ଦୁଷ୍କର୍ମକାରୀ ଠେଲି ଦେବାରୁ
Read More...

ସୁନା ଚୋରା ଚାଲାଣ ମାମଲାରେ ରିମାଣ୍ଡରେ ରାନ୍ୟା ରାଓ

ବେଙ୍ଗାଲୁରୁ: ସୁନା ଚୋରାଚାଲାଣ ମାମଲାରେ ଅଭିନେତ୍ରୀ ରାନ୍ୟା ରାଓଙ୍କୁ ୩ ଦିନିଆ ରିମାଣ୍ଡରେ ପଠାଯାଇଛି। ଡାଇରେକ୍ଟୋରେଟ ଅଫ୍‌ ରେଭିନ୍ୟୁ ଇଣ୍ଟେଲିଜେନ୍ସ(ଡିଆର୍‌ଆଇ)ର ଯୁକ୍ତି ପରେ ବେଙ୍ଗାଲୁରୁସ୍ଥିତ ଇକୋନୋମିକ୍‌ ଅଫେନ୍ସ କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ରାନ୍ୟାଙ୍କୁ ଜେରା ସମୟରେ ଏକ
Read More...

ବିବାହ ଶୋଭାଯାତ୍ରା ବେଳେ ଛୁରାମାଡ଼, ୩ ଆହତ

ଖଲ୍ଲିକୋଟ: ବାହାଘର ପ୍ରୋସେସନ ପାଲଟିଲା ରଣକ୍ଷେତ୍ର। ଖଲ୍ଲିକୋଟରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ। ବିବାହ ଶୋଭାଯାତ୍ରା ବେଳେ ଗଣ୍ଡଗୋଳରୁ ଛୁରାମାଡ଼ ଯୋଗୁ ୩ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲା ଖଲ୍ଲିକୋଟ ଅନ୍ତର୍ଗତ ଚଣ୍ଡୀପୀଠ ଗ୍ରାମରେ ଶୁକ୍ରବାର ରାତିରେ ଏହି ଘଟଣା ଘଟିଛି। । ଆହତଙ୍କୁ
Read More...

୧ କୋଟି ମହିଳାଙ୍କ ଆକାଉଣ୍ଟକୁ ଆସିଲା ‘ସୁଭଦ୍ରା’ର ୨ୟ କିସ୍ତି ଟଙ୍କା

ଭୁବନେଶ୍ବର: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍‌ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି ମହିଳାଙ୍କ
Read More...

ଅନୁଭବଙ୍କ ସହ ନିର୍ବନ୍ଧ ପରେ ଫଟୋ ଶେୟାର ଜାଗୃତି

କଟକ: ଦୀର୍ଘ ଦିନର ଚର୍ଚ୍ଚାର ଅନ୍ତ ଘଟିଛି। ଓଲିଉଡ଼ର ବହୁ ଚର୍ଚ୍ଚିତ ଚେହେରା ସୁପରଷ୍ଟାର ଅନୁଭବ ମହାନ୍ତିଙ୍କ ନିର୍ବନ୍ଧ ଶେଷ ହୋଇଛି। ମଧ୍ୟପ୍ରଦେଶ ଝିଅ ଜାଗୃତି ଶୁକ୍ଳାଙ୍କ ସହ ଅନୁଭବଙ୍କର ନିର୍ବନ୍ଧ ହୋଇଛି। ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଠାରୁ ଅଲଗା ହେବା ପରେ ପୁଣି ଥରେ ହାତକୁ ଦି
Read More...

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ବର: ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି। ସୂଚନା ଦେଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ। ସେ କହିଛନ୍ତି ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି। ବିଜୁ ଜୟନ୍ତୀରେ ଏହାକୁ ପ୍ରସଙ୍ଗ କରିଥିଲା ବିଜେପି। ବିଜୁ ବାବୁ’ କେବଳ
Read More...

ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ

ଭୁବନେଶ୍ବର: ସହିଦ ନଗରରେ ଥିବା ମିକ୍ସଚର ଫ୍ୟାକ୍ଟ୍ରିରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ନିଆଁକୁ ଆୟତ୍ତ କରିବା ପାଇଁ ଅଗ୍ନିଶମ ବାହିନୀ ଉଦ୍ୟମ କରାଯାଉଛି। କିନ୍ତୁ ପ୍ରବଳ ଧୂଆଁ ବହାରୁ ଥିବାରୁ ନିଆଁ ଲିଭାଇବା କଷ୍ଟକର ହୋଇପଡ଼ିଛି। ମିକ୍ସଚର ଫ୍ୟାକ୍ଟ୍ରିରେ କିଭଳି ନିଆଁ ଲାଗିଲା ତାହା
Read More...