ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ବିଲ ଦେଇ ନ ପାରିଲେ କଟିବନି ବିଦ୍ୟୁତ

ଭୁବନେଶ୍ବର: ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ। ବିଦ୍ୟୁତ ବିଲ୍‌କୁ ନେଇ ବଡ଼ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏଣିକି ଉପଭୋକ୍ତା ବିଲ ନ ଦେଇ ପାରିଲେ ଘରୁ ବିଦ୍ୟୁତ
Read More...

ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ଓଡ଼ିଆ ଝିଅ ବିଜୟଲକ୍ଷ୍ମୀ

ନୂଆଦିଲ୍ଲୀ: ପୁଣି ଓଡ଼ିଆଙ୍କୁ ଗୁରୁଦାୟିତ୍ୱ। ରାଷ୍ଟ୍ରପତିଙ୍କ ପରାମର୍ଶଦାତା ହେଲେ ବିଜୟଲକ୍ଷ୍ମୀ ମହାନ୍ତି। ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଝିଅ ତଥା କଟକସ୍ଥିତ ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟର ମାନବ ସମ୍ବଳ ବିକାଶ କେନ୍ଦ୍ର ନିର୍ଦ୍ଦେଶିକା ପ୍ରାଧ୍ୟାପିକା ଡକ୍ଟର ବିଜୟଲକ୍ଷ୍ମୀ
Read More...

ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ

ଭୁବନେଶ୍ୱର: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ୧୦ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଛନ୍ତି ପାଚିକା ମହାସଂଘ । ଦାବୀପୂରଣ ନହେଲେ ମଧ୍ୟାହ୍ନ ଭୋଜନ ବନ୍ଦ କରିବାକୁ ଦେଇଛନ୍ତି ଚେତାବନି । ପରିଶ୍ରମକୁ ପାରିଶ୍ରମିକ ନିଅଣ୍ଟ ପଡୁଛି ବୋଲି କହିଛନ୍ତି ପାଚିକା
Read More...

ଏଫଆଇଆର୍‌‌ ନ ରଖିଲେ ହେବେ ସସ୍‌ପେଣ୍ଡ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଏଫଆଇର୍ ନ ରଖିଲେ ଆଇଆଇସି ହେବେ ସସ୍‌ପେଣ୍ଡ। ରାଜ୍ୟରେ ଏଣିକି ଜିରୋ ଏଫଆଇଆର। ଅପରାଧ କେଉଁଠି ବି ଘଟୁ ଆପଣ ସବୁ ଥାନାରେ କରିପାରିବେ ଅଭିଯୋଗ। ଏଭଳି ବଡ଼ ସୂଚନା ଦେବା ସହ ପୋଲିସ ବାବୁଙ୍କୁ ମଧ୍ୟ ତାଗିଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଫଆଇର୍ ରଖିବା ସହ ଘଟଣା
Read More...

କୋଇଲା ଖଣିରେ ଛାତ ଭୁଶୁଡି ୩ ଶ୍ରମିକ ମୃତ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର ବୈତୁଲରେ ଥିବା କୋଇଲା ଖଣିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ୱେଷ୍ଟର୍ଣ୍ଣ କୋଲଫିଲ୍ଡସ୍ ଲିମିଟେଡର ଏକ ଖଣିରେ ସ୍ଲାବ୍ ଭୁଶୁଡ଼ି ପଡ଼ିବା ପରେ ଅନେକ ଶ୍ରମିକ ଫସି ଯାଇଥିଲେ। ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଶ୍ରମିକ ଆହତ ହୋଇଥିବା ସୂଚନା
Read More...

ଦୁର୍ଘଟଣା ରୋକିବାକୁ ‘ଶୂନ୍ୟ ସହନଶୀଳତା ଦିବସ’ ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଦୁର୍ଘଟଣା ରୋକିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ରବିବାର ଏବଂ ବୁଧବାରକୁ ସଡ଼କ ଦୁର୍ଘଟଣା ରୋକିବା ପାଇଁ ଶୂନ୍ୟ ସହନଶୀଳତା ଦିବସ ଭାବରେ ପାଳନ କରାଯିବ। ରବିବାର ଏବଂ ବୁଧବାରକୁ ସଡ଼କ ଦୁର୍ଘଟଣା ରୋକିବା ପାଇଁ ଶୂନ୍ୟ ସହନଶୀଳତା ଦିବସ ଭାବରେ ପାଳନ କରାଯିବ ବୋଲି
Read More...

ସୋମବାର ଯାଏଁ ମୁଲତବି ହେଲା ବିଧାନସଭା

ଭୁବନେଶ୍ବର: ସୋମବାର ଯାଏଁ ମୁଲତବି ହେଲା ବିଧାନସଭା। ଆଜି ବାରମ୍ବାର ଗୃହ କାର୍ଯ୍ୟ ବ୍ୟାଘାତ ହେବା ପରେ ସୋମବାର ଯାଏଁ ଗୃହ କାର୍ଯ୍ୟକୁ ମୁଲତବି କରିଛନ୍ତି ବାଚସ୍ପତି। ଅଧିବେଶନ ଆରମ୍ଭରୁ ହିିଁ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ହୋଇଥିଲା। ବାଚସ୍ପତିଙ୍କ ପୋଡ଼ିୟମ ନିକଟରେ ବିଧାୟକମାନେ
Read More...

ବାଣ ବିସ୍ଫୋରଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଯାଜପୁର: ଯାଜପୁର ବାଣ ବିସ୍ଫୋରଣ ଘଟଣାରେ କଟକ ବଡ଼ ମେଡିକାଲରେ ଗୁରୁତରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ବାସୁଦେବପୁର ଜାଲପୁର ଗାଁରେ ଘଟିଥିଲା ଭୟାବହ ବାଣ ବିସ୍ଫୋରଣ।ଏଥିରେ ୪ ଜଣ ଆହତ ହୋଇଥିଲେ। ୨ ବୟସ୍କଙ୍କ ସମେତ ୨ ଜଣ ଶିଶୁ ଆହତ ହୋଇଥିଲେ। ସୂଚନା
Read More...

ଆଦିବାସୀ ହଷ୍ଟେଲରେ ବଢୁଛି ଛାତ୍ରୀଛାତ୍ରଙ୍କ ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ହଷ୍ଟେଲରେ ବଢୁଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା। ରାଜ୍ୟରେ ୨୦୨୪ ଜୁଲାଇରୁ ଆଦିବାସୀ ଆବାସିକ(ଏସଟି) ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୮ ମାସରେ ମୃତ୍ୟୁସଂଖ୍ୟା ୨୬କୁ ପହଞ୍ଚିଛି। ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ପ୍ରଶ୍ନରେ କିଛି ଏପରି
Read More...

ବୀରେନ୍ଦ୍ର ସେହୱାଗଙ୍କ ଭାଇ ଗିରଫ

ଚଣ୍ଡିଗଡ଼: ବୀରେନ୍ଦ୍ର ସେହୱାଗଙ୍କ ଭାଇଙ୍କୁ ଗିରଫ କଲା ପୋଲିସ। ଟିମ ଇଣ୍ଡିଆର ପୂର୍ବତନ କ୍ରିକେଟ ଖେଳାଳି ବୀରେନ୍ଦ୍ର ସେହୱାଗଙ୍କ ଭାଇ ବିନୋଦ ସେହୱାଗଙ୍କୁ ପୋଲିସ ଗିରଫ କରିଛି। ଏକ ରିପୋର୍ଟ ଅନୁଯାୟୀ, ବିନୋଦ ସେହୱାଗଙ୍କ ଚେକ ବାଉନ୍ସ ମାମଲା କୋର୍ଟରେ ଚାଲିଛି। ଗୁରୁତ୍ୱପୂର୍ଣ୍ଣ କଥା
Read More...