ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଏପ୍ରିଲ ୨୪ ପଞ୍ଚାୟତିରାଜ ଦିବସରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ବର: ମହିଳାଙ୍କ ପାଇଁ ଖୁସି ଖବର। ସୁଭଦ୍ରା ଟଙ୍କାକୁ ଅପେକ୍ଷା କରିଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର। ପୁଣି ମିଳିବ ସୁଭଦ୍ରା ଟଙ୍କା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ ଶନିବାର
Read More...

ଟୁଇନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ବର: କଟକ ଓ ଭୁବନେଶ୍ୱର ଟ୍ୱିନ ସିଟିରେ ତିଆରି ହେବ ନୂଆ ଆଇଟି ପାର୍କ। ଏ ନେଇ ପୂର୍ତ୍ତ ମନ୍ତ୍ରୀ ପଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଏହି ପାର୍କ ୧୦୦୦ ହେକ୍ଟର ଜମିରେ ତିଆରି ହେବ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ ଆଣ୍ଡ୍‌‌ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌‌ ଏରିଆ।
Read More...

ମେ’ ୨ରେ ଖୋଲିବ ବାବା କେଦାରନାଥଙ୍କ ମନ୍ଦିର ଦ୍ୱାର

ଉତ୍ତରାଖଣ୍ଡ: ମେ ୨ ତାରିଖରେ ଆନୁଷ୍ଠାନିକ ଭାବରେ ଖୋଲିବ ଶ୍ରୀ କେଦାରନାଥ ଧାମର ଦ୍ୱାର। ହେଲେ ଏହା ପୂର୍ବରୁ ଶ୍ରୀ ବଦ୍ରିନାଥ ଧାମର ଦ୍ୱାର ମେ ୪ରେ ଖୋଲିବ ବୋଲି ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ସମୟରେ, ଶ୍ରୀ ମଦମହେଶ୍ୱର ମନ୍ଦିର (ଦ୍ୱିତୀୟ କେଦାର)ର ଦ୍ୱାର ମେ ୨୧ରେ ଖୋଲିବ
Read More...

ରାଜଧାନୀରେ ୪ ମହଲା କୋଠା ଭୁଶୁଡ଼ି ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଦିଲ୍ଲୀର ମୁସ୍ତଫାବାଦ ଅଞ୍ଚଳରେ ବିଳମ୍ବିତ ରାତିରେ ଏକ ଚାରି ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ଏହା ତଳେ ଚାପି ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି। ୨୮ ଜଣ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଛି।
Read More...

କାଜୁ ତୋଳାରୁ ଗୋଷ୍ଠୀ ସଂଘର୍ଷ, ୨୦ ଜଣ ଆହତ

ଅସ୍ତରଙ୍ଗ: ପୁରୀ ଜିଲ୍ଲା ଅସ୍ତରଙ୍ଗ ଅଞ୍ଚଳର ବାଲିଡିଆ ଗାଁରେ ଅଭାବନୀୟ ଘଟଣା ଘଟିଛି। ସରକାରୀ ଜମିରୁ କାଜୁ ତୋଳିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୨୦ ଜଣ ଆହତ ହୋଇଛନ୍ତି। ୫ ଗୁରୁତରଙ୍କୁ ଭୁବନେଶ୍ଵର ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ମିଳିଥିବା
Read More...

ପରଲୋକରେ ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତି

ଭୁବନେଶ୍ବର: ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ୭୦ ବର୍ଷ ବୟସରେ ସେ ଦେହ ତ୍ୟାଗ କରିଛନ୍ତି। ତାଙ୍କର କିଡନୀ ଜନିତ ସମସ୍ୟା ଯୋଗୁ ସେ ଗତ କିଛି ବର୍ଷ ଧରି ଅସୁସ୍ଥ ହୋଇ ଚିକିତ୍ସାଧୀନ
Read More...

ନବମ ଥର ପାଇଁ ସଭାପତି ହେଲେ ନବୀନ

ଭୁବନେଶ୍ବର: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ।
Read More...

ଏଥର ଚନ୍ଦନ ଯାତ୍ରାରେ ଫୁଟିବନି ବାଣ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଦିନ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ହେବ ,ଏଥିସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଗତବର୍ଷ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣକୁ ନଜରରେ ରଖି ଚଳିତ ବର୍ଷ ବାଣ ବ୍ୟବହାର ହୋଇପାରିବ
Read More...

ରୁଙ୍ଗଟା କାରଖାନାରେ ଆଇରନ୍‌‌ ପ୍ଲେଟ ପଡ଼ି ୨ ମୃତ, ୩ ଗୁରୁତର

ରୁଙ୍ଗଟା: ରୁଙ୍ଗଟା ଷ୍ଟିଲ ଆଣ୍ଡ ମାଇନ୍ସ କାରଖାନାରେ ବଡ଼ ଧରଣର ଅଘଟଣ। ପ୍ଲାଣ୍ଟର ଡିଆରଆଇ ସାଇଡ଼ରେ ଉପରେ ଇରେକ୍ସନ କାମ ଚାଲୁଥିବାବେଳେ ଏକ ବଡ଼ ଲୁହ ପ୍ଲେଟ ତଳକୁ ଖସି ପଡିଛି। ଫଳରେ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି ଓ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ୩ ଗୁରୁତରଙ୍କୁ କଟକର ଏକ ଘରୋଇ
Read More...

ସୋଆ ପ୍ରତିଷ୍ଠାତା ସଭାପତି ଓ ସ୍ପେନ୍ ରାଷ୍ଟ୍ରଦୂତଙ୍କ ସୌଜନ୍ୟମୂଳକ ସାକ୍ଷାତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଏବଂ ସ୍ପେନ୍‌ର ରାଷ୍ଟ୍ରଦୂତ ହିଜ ଏକ୍ସିଲେନ୍ସି ଜୁଆନ୍ ଆନ୍‌ଟୋନିଓ ମାର୍ଚ ପୁଜୋଲଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି। ସ୍ପେନର ରାଷ୍ଟ୍ରଦୂତ ଭାବେ ସେ ଏକାସଂଗେ ଭାରତ,
Read More...