ଓଡିଶା ପରି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍
ନୂଆଦିଲ୍ଲୀ: ଦିଲ୍ଲୀ ବିଧାନସଭାର ଦେଖିବାକୁ ମିଳିବ ଓଡ଼ିଶା ମଡେଲ। ଓଡ଼ିଶା ବିଧାନସଭା ଭଳି ଦିଲ୍ଲୀ ବିଧାନସଭା ବି ହେବ ପେପର ଲେସ୍। ଦିଲ୍ଲୀ ବିଧାନସଭାରେ ବ୍ୟବହାର ହେବ ‘ନେଭା’ ଆପ୍ଲିକେସନ। ଓଡ଼ିଶା ବିଧାନସଭାରେ ଡିଜିଟାଲ ଆସେମ୍ଲି ବା ‘ନେଭା’ ଆପ୍ଲିକେସନ କାର୍ଯ୍ୟକାରିତାକୁ ଷ୍ଟଡି!-->…
Read More...
Read More...