ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଡିଜିଟାଲ ହେବ ଡାକ୍ତରୀ ପ୍ରେସ୍‌କ୍ରିପସନ୍‌, ଲାଗୁ ହେବ ‘ୱାନ୍‌ ନେସନ, ୱାନ୍‌ ହେଲ୍‌ଥ’

ଭୁବନେଶ୍ବର: ଆଗାମୀ ଦିନରେ ରୋଗୀଙ୍କୁ ଆଉ ପୁରୁଣା ପ୍ରେସ୍‌କ୍ରିପସନ୍‌ ଓ ମେଡିକାଲ ରିପୋର୍ଟର ଫାଇଲ ଧରି ହସ୍ପିଟାଲ ଯିବାକୁ ପଡ଼ିନପାରେ। ଦେଶର ସ୍ୱାସ୍ଥ୍ୟସେବାକୁ ଡିଜିଟାଲ କରିବା ଲକ୍ଷ୍ୟରେ ଖୁବଶୀଘ୍ର ଡିଜିଟାଲ ପ୍ରେସ୍‌କ୍ରିପସନ୍‌ ବ୍ୟବସ୍ଥା ଆରମ୍ଭ କରିବାକୁ ଯୋଜନା ହୋଇଛି। ନୂଆ…
Read More...

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା

ନୂଆଦିଲ୍ଲୀ: ୫ରୁ ୧୭ ବର୍ଷ ବୟସର ପିଲାମାନଙ୍କ ଆଧାରରେ ବାଧ୍ୟତାମୂଳକ ବାୟୋମେଟ୍ରିକ୍‌ ଅପଡେଟ୍‌ ପାଇଁ ଏବେ କୌଣସି ଶୁଳ୍କ ଦେବାକୁ ପଡ଼ିବ ନାହିଁ। ୟୁନିକ୍‌ ଆଇଡେଣ୍ଟିଫିକେସନ୍‌ ଅଥରିଟି ଅଫ୍‌ ଇଣ୍ଡିଆ (ୟୁଆଇଡିଏଆଇ) ପକ୍ଷରୁ ଏହି ସୁବିଧା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜାରି ରହିବ ବୋଲି…
Read More...

ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌

ଉତ୍ତରପ୍ରଦେଶ: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ନଜରରେ ରଖି ରାଜ୍ୟର ପ୍ରମୁଖ ରାଜନେତାଙ୍କ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ାକଡ଼ି କରାଯାଉଛି। ରିପୋର୍ଟ ଅନୁସାରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏବଂ ବହୁଜନ ସମାଜ ପାର୍ଟି ମୁଖ୍ୟ…
Read More...

୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କଟକଣା

ନୂଆଦିଲ୍ଲୀ: ଛୋଟ ପିଲାମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ନେଇ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ୪ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ବ୍ୟବହୃତ କ୍ଲୋରଫେନିରାମିନ୍ ମାଲେଏଟ୍ ଏବଂ ଫେନାଇଲେଫ୍ରିନ୍ ହାଇଡ୍ରୋକ୍ଲୋରାଇଡ୍ ଯୁକ୍ତ ଫିକ୍ସଡ୍ ଡୋଜ୍ କମ୍ବିନେସନ୍‌ (ଏଫ୍‌ଡିସି) କାଶ-ଥଣ୍ଡା ଔଷଧ…
Read More...

ଚିନି ଦରରେ ରେକର୍ଡ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ଚିନି ଦର ଅପ୍ରତ୍ୟାଶିତ ଭାବେ ବଢ଼ିବା ସହ ଖାଦ୍ୟ ବନାମ ଇନ୍ଧନକୁ ନେଇ ବିବାଦ ତୀବ୍ର ହୋଇଛି। ଗତ ଏକ ମାସ ମଧ୍ୟରେ ସମ୍ବଲପୁର ସମେତ ଓଡ଼ିଶା ଓ ଦେଶର ବିଭିନ୍ନ ବଜାରରେ ଚିନି ଦରରେ ବଡ଼ ବୃଦ୍ଧି ଘଟିଛି। ସମ୍ବଲପୁରରେ ମାସକ ପୂର୍ବରୁ କିଲୋପ୍ରତି ପ୍ରାୟ ୪୫ ଟଙ୍କା ଥିବା…
Read More...

୬ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କ ବଦଳି

ଗୁଇନ୍ଦା ଓ ଇଓଡବ୍ଲ୍ୟୁରେ ବଡ଼ ପରିବର୍ତ୍ତନଭୁବନେଶ୍ବର: ରାଜ୍ୟ ସରକାର ଶୁକ୍ରବାର ୬ ଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କ ବଦଳି ଓ ନୂଆ ନିଯୁକ୍ତି କରିଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବଦଳି ଛୋଟ ଧରଣର ହୋଇଥିଲେ ମଧ୍ୟ ଗୁଇନ୍ଦା, ଅର୍ଥନୈତିକ ଅପରାଧ ଶାଖା ଓ…
Read More...

୧ ଅକ୍ଟୋବରରୁ ବଦଳିବ ଏସ୍‌ବିଆଇର ନଗଦ ଉଠାଣ ନିୟମ

୪ ଥର ପରେ ଲାଗିବ ଚାର୍ଜନ୍ୟୁଜ୍ ବ୍ୟୁରୋ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ବେସିକ୍ ସେଭିଙ୍ଗ୍ସ ବ୍ୟାଙ୍କ ଡିପୋଜିଟ୍‌ ଆକାଉଣ୍ଟଧାରୀଙ୍କ ପାଇଁ ନୂଆ ନିୟମ ଆସୁଛି। ୧ ଅକ୍ଟୋବର ୨୦୨୬ରୁ ଏହି ଆକାଉଣ୍ଟରୁ ବ୍ରାଞ୍ଚ ଜରିଆରେ ନଗଦ ଉଠାଣ ଉପରେ ନୂଆ ଶୁଳ୍କ ବ୍ୟବସ୍ଥା ଲାଗୁ ହେବ। ନୂଆ ନିୟମ…
Read More...

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର: ଓଡ଼ିଶାର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କର ଶୁକ୍ରବାର ୮୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି। ତାଙ୍କ ବିୟୋଗରେ ଓଡ଼ିଆ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି। ୧୯୩୮ ମସିହା…
Read More...

ଗାଁରେ ମିଳିବ ସହରୀ ସୁବିଧା

ଭୁବନେଶ୍ବର: ଗାଁରେ ସହର ଭଳି ସୁବିଧା ଯୋଗାଇଦେବାକୁ ପଞ୍ଚାୟତିରାଜ ବିଭାଗ ନୂଆ ରୋଡମ୍ୟାପ୍ ପ୍ରସ୍ତୁତ କରିଛି। ଏନେଇ ବିଭାଗରେ ମାନକ କାର୍ଯ୍ୟପଦ୍ଧତି ପ୍ରସ୍ତୁତ ହୋଇଥିବା ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ଯୋଜନା ଅନୁଯାୟୀ ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ,…
Read More...

ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼

ଭୁବନେଶ୍ବର: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ବାଣିଜ୍ୟ ପରିବହନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟରେ ଚାଲୁଥିବା ବ୍ୟାଟେରୀ ଚାଳିତ, ମେଥାନଲ୍ ଓ ଇଥାନଲ୍ ଇନ୍ଧନ ଚାଳିତ ପରିବହନ ଯାନଗୁଡ଼ିକୁ ପରମିଟ୍ ଫି’ରୁ ଛାଡ଼…
Read More...