୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା
ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଓଡ଼ିଶାର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଓ!-->…
Read More...
Read More...