ପ୍ରମୁଖ ଖବର

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ୍ ଦୁର୍ଘଟଣା; ୨ ମୃତ, ଅନେକ ଆହତ
ମୁଖ୍ୟମନ୍ତ୍ରୀଙ୍କ ପତାକା ପ୍ରଦର୍ଶନରେ ଆରମ୍ଭ ହେଲା ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’
୨୦ ଜୁନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି, ପ୍ରକାଶ ପାଇଲା ମିନିଟ୍‌-ଟୁ-ମିନିଟ୍ କାର୍ଯ୍ୟସୂଚୀ
ନିର୍ମାଣାଧୀନ ପୋଲ ତଳକୁ ଖସିଗଲା ବାଇକ, ୨ ଯୁବକଙ୍କ ମୃତ୍ୟୁ
୧୮ରୁ ଖୋଲିବ ସମସ୍ତ ସ୍କୁଲ, ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ସ୍ପଷ୍ଟ କଲେ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର

ଭୁବନେଶ୍ବର: ଭାରତ ସରକାରଙ୍କ ବିଶ୍ୱର ସର୍ବବୃହତ୍‌ ଶସ୍ୟ ଭଣ୍ଡାର ଯୋଜନାରେ ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି
Read More...

୨୦୨୭ ମାର୍ଚ୍ଚ ସୁଦ୍ଧା ସମସ୍ତ ପୌରାଞ୍ଚଳରେ ହେବ ଗୁଣାତ୍ମକ ପାନୀୟ ଜଳ ବ୍ୟବସ୍ଥା

ଭୁବନେଶ୍ବର: ପ୍ରତ୍ୟେକ ଘରେ ୨୪ ଘଣ୍ଟା ପହଞ୍ଚିବ ବିଶୁଦ୍ଧ ପାନୀୟ ଜଳ। ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ
Read More...

୫୦ ଟଙ୍କା ବଢ଼ିଲା ଘରୋଇ ରନ୍ଧନ ଗ୍ୟାସ୍ ଦାମ୍

ନୂଆଦିଲ୍ଲୀ: ବଢିଲା ରନ୍ଧନ ଗ୍ୟାସ୍ ଦର। ଦେଶରେ ଏଲପିଜି ସିଲିଣ୍ଡର ଦାମ୍ ବୃଦ୍ଧି ପାଇଛି। ସରକାର ୧୪ .୨ କିଲୋଗ୍ରାମ ବିଶିଷ୍ଟ ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ୫୦ ଟଙ୍କା ବୃଦ୍ଧି କରିଛନ୍ତି। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ହାରଦୀପ ସିଂହ ପୁରୀ ସୋମବାର ଘୋଷଣା କରିଛନ୍ତି ଯେ,
Read More...

ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ବର: ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ରେ ଥିବା ଘୂର୍ଣ୍ଣିବଳୟ କ୍ଷେତ୍ର ଆଜି ଦକ୍ଷିଣ ବଙ୍ଗୋପସାଗର ର କେନ୍ଦ୍ରୀୟ ଭାଗ ରେ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି। ଏହି କ୍ଷେତ୍ର ଟି ଆସନ୍ତା ୩୬ ଘଣ୍ଟା ଯାଏଁ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବ କିନ୍ତୁ ଏହା ପରେ ପରବର୍ତ୍ତୀ ୪୮
Read More...

ଯାହାର ଯିବାର ଅଛି ସେ ବିଜେପିକୁ ପଳାନ୍ତୁ : ମୁନା ଖାନ୍‌

ଭୁବନେଶ୍ବର: ଓ୍ବକ୍‌ଫ ବିଲ୍‌କୁ ନେଇ ବିଜୁ ଜନତା ଦଳ(ବିଜେଡି)ରେ ଉଠିଥିବା ଝଡ଼ ଥମିବାର ନାଁ ନେଉନାହିଁ। କେଉଁ ପରିସ୍ଥିତିରେ ଦଳର ଭୋଟ୍ ଦୁଇଭାଗ ହୋଇଗଲା ତାହାକୁ ଗ୍ରହଣ କରିପାରୁନାହାନ୍ତି ବିଜେଡି ନେତା। ଏହାରି ମଧ୍ୟରେ ରାଜ୍ୟସଭା ଏମପି ମୁନା ଖାନ୍‌ ଭୁବନେଶ୍ୱରରେ ପହଂଚିଛନ୍ତି। ସେ ବିମାନ
Read More...

ମାନସୀ ହେଲେ ‘ଇଣ୍ଡିଆନ୍‌ ଆଇଡଲ ୧୫’ ବିଜେତା

ମୁମ୍ବାଇ: ଲୋକପ୍ରିୟ ସଙ୍ଗୀତ ରିୟଲିଟି ଶୋ’ ‘ଇଣ୍ଡିଆନ୍‌ ଆଇଡଲ ୧୫’ର ବିଜେତା ହୋଇଛନ୍ତି କୋଲକାତାର ମାନସୀ ଘୋଷ (୨୪)। ରବିବାର ଅନୁଷ୍ଠିତ ହୋଇଥିବା ଶୋ’ର ଗ୍ରାଣ୍ଡ ଫିନାଲେ ସମାରୋହରେ ଶୁଭ୍ରଜିତ ଚକ୍ରବର୍ତ୍ତୀ ପ୍ରଥମ ରନର-ଅପ୍‌ ଓ ସ୍ନେହା ଶଙ୍କର ଦ୍ୱିତୀୟ ରନର-ଅପ୍‌ ହୋଇଛନ୍ତି। ଟାଇଟଲ
Read More...

ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ

ଭୁବନେଶ୍ୱର: ରୋଗୀ ନେଇ ଯିବାବେଳେ ବାଟରେ ଏକ ଅଘଟଣ ଘଟିଛି। ରୋଗୀ ନେଇ ଯିବାବେଳେ ଆମ୍ବୁଲାନ୍ସରେ ଲାଗିଲା ନିଆଁ। ପିପିଲି ସେଲ୍‌ଫି ପଏଣ୍ଟ ନିକଟରେ ଲାଗିଲା ନିଆଁ, ରୋଗୀ ସୁରକ୍ଷିତ। ଡେଲାଙ୍ଗରୁ ରୋଗୀକୁ ଧରି ଭୁବନେଶ୍ୱର ଯିବା ବେଳେ ଅଘଟଣ। ସର୍ଟସର୍କିଟରୁ ଅଗ୍ନିକାଣ୍ଡ, ନିଆଁକୁ ଆୟତ୍ତ କଲା
Read More...

ପୁନର୍ଗଠନ ହେବ ସ୍ୱୟଂ ସହାୟକ ଗୋଷ୍ଠୀ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ୱୟଂ ସହାୟକ ଗୋଷ୍ଠୀକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ୱୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ। ପୂର୍ବ ସରକାରରେ ବହୁ ମହିଳା
Read More...

ବଢିଲା ରାସନ ସହ ଆଧାର ଲିଙ୍କର ସମୟସୀମା

ଭୁବନେଶ୍ବର: ବଢିଲା ରାସନ କାର୍ଡ ସହ ଆଧାର ଲିଙ୍କର ସମୟସୀମା। ବର୍ତ୍ତମାନ ସରକାର ଉପଭୋକ୍ତାଙ୍କୁ ରାସନକାର୍ଡରେ ଆଧାର ଲିଙ୍କ୍ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି ।କେନ୍ଦ୍ରୀୟ ଖାଦ୍ୟ, ସୁରକ୍ଷା ବିଭାଗ ଏକ ଅଧିସୂଚନାରେ କହିଛନ୍ତି ଏବେ ଜୁନ ୩୦ ଯାଏଁ ରାସନକାର୍ଡ ସହ ଆଧାର ଲିଙ୍କ
Read More...

ୱାକଫ ବିଲ୍‌କୁ ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ; ୱାକ୍‌ଫ ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ। ଆଇନ୍‌ରେ ପରିଣତ ହେଲା ୱକ୍‌ଫ ସଂଶୋଧିତ ବିଲ୍‌। ୱକ୍‌ଫ ସଂଶୋଧିତ ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମଞ୍ଜୁରୀ। ସଂସଦର ଉଭୟ ଗୃହରେ ବିଲ୍‌ ପାସ୍‌ ପରେ ରାଷ୍ଟ୍ରପତିଙ୍କ ମଞ୍ଜୁରୀ। ଆଇନରେ ପରିଣତ ହେଲା ୱାକଫ ବିଲ୍। ଆଇନରେ
Read More...