ପ୍ରମୁଖ ଖବର

ଅହମଦାବାଦ ରଥଯାତ୍ରା ପାଇଁ ୩୧ ହଜାରରୁ ଅଧିକ ପୋଲିସ ମୁତୟନ
ତାଜ ହୋଟେଲକୁ ବୋମା ଧମକ, ତଲାସି ପରେ ଗୁଜବ ବୋଲି ସ୍ପଷ୍ଟ
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ରଥଯାତ୍ରା ଡିଉଟିରେ ଥିବା ହୋମଗାର୍ଡଙ୍କ ମୃତ୍ୟୁ; ପରିବାରକୁ ୧୦ ଲକ୍ଷ ସହାୟତା ଘୋଷଣା
ଆଖି ବୁଜିଲେ ବ୍ରହ୍ମପୁର ପୀଡ଼ିତା, ବାପାଙ୍କ ବିରୋଧରେ ଆଣିଥିଲେ ଯୌନ ନିର୍ଯାତନା ଅଭିଯୋଗ
କଣ୍ଡକ୍ଟରଙ୍କୁ ଆକ୍ରମଣ ଘଟଣା: ଆଜିଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ବନ୍ଦ

ଜଷ୍ଟିସ ବି.ଆର. ଗଭାଇ ହେବେ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ବର୍ତ୍ତମାନର ସିଜେଆଇ ଜଷ୍ଟିସ୍ ସଞ୍ଜୀବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ସବୁଠାରୁ ବରିଷ୍ଠ ବିଚାରପତି ବି.ଆର. ଗଭଇଙ୍କୁ ତାଙ୍କ ଉତ୍ତରାଧିକାରୀ କରିବାକୁ ସୁପାରିଶ କରିଛନ୍ତି। ୫୨ତମ ପ୍ରଧାନ ବିଚାରପତି ଭାବେ
Read More...

ଆସନ୍ତାକାଲି ନାମାଙ୍କନ ଭରିବେ ନବୀନ

ଭୁବନେଶ୍ବର: ଆସନ୍ତାକାଲି ବିଜେଡିର ସଭାପତି ପ୍ରାର୍ଥୀ ଭାବେ ପୁଣି ପ୍ରାର୍ଥୀପତ୍ର ଦାଖଲ କରିବେ ନବୀନ ପଟ୍ଟନାୟକ। ଅନ୍ୟ କେହି ବିଜେଡି ସଭାପତି ପଦ ଲାଗି ନାମାଙ୍କନ ଭରିବାର ସମ୍ଭାବନା ନଥିବାରୁ ସେ ପୁଣି ଥରେ ବିଜେଡି ସଭାପତି ହେବା ନିଶ୍ଚିତ ବୋଲି କୁହାଯାଉଛି। ୧୯ ତାରିଖରେ ଘୋଷଣା ହେବ
Read More...

ଭୁବନେଶ୍ୱରରେ ଅଖିଳେଶ ଯାଦବ

ଭୁବନେଶ୍ବର: ଭୁବନେଶ୍ବରରେ ସମାଜବାଦୀ ପାର୍ଟ ମୁଖ୍ୟ ଅଖିଳେଶ ଯାଦବ। ଭୁବନେଶ୍ବରରେ ଉତ୍ତର ପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ପତ୍ନୀ ତଥା ସାଂସଦ ଡିମ୍ପଲ ଯାଦବଙ୍କ ସହ ଓଡିଶା ଆସିଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା କାର୍ଯ୍ୟକ୍ରମ
Read More...

ବିଜୁବାବୁଙ୍କ ପ୍ରତିମୂତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ
Read More...

ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରରୁ ଅପହୃତ ହୋଇଥିବା ଶିଶୁ ବାଲେଶ୍ୱରରୁ ଉଦ୍ଧାର କରିଛି ପୋଲିସ। ରାଜଧାନୀର ଖାରବେଳ ନଗର ଥାନା ରାମ ମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଦେଢ ବର୍ଷର ଚୋରି ଶିଶୁପୁତ୍ରକୁ ଖନ୍ତାପଡା ଥାନା ବୋଇତା ଗାଁରୁ ଉଦ୍ଧାର କରିଛି ପୋଲିସ। ଏଥିସସହ ଶିଶୁ ଅପହରଣକାରୀକୁ
Read More...

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ରଦ୍ଦ ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ ନବଜାତ ଶିଶୁ ଚୋରି ହୁଏ, ସେହି
Read More...

ରାଜ୍ୟରେ ପୂରଣ ହେବ ୨୫ ଶହ ହୋମଗାର୍ଡ ପଦବୀ

ଭୁବନେଶ୍ବର: ରାଜ୍ୟରେ ୨୫୦୦ ହୋମଗାର୍ଡ ପଦବୀ ପୂରଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ଗୃହରକ୍ଷୀ ପଦବୀ ସଂଖ୍ୟା ୧୭,୬୭୫ ଅଛି। ୨,୫୦୦ ନୂଆ ପଦବୀ ସୃଷ୍ଟି ହେବା ପରେ ସମୁଦାୟ ପଦବୀ ସଂଖ୍ୟା ୨୦,୧୭୫
Read More...

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ଗଜପତି: ଠାକୁର ଦର୍ଶନ ପାଇଁ ଯାଇଥିବାବେଳେ ଅଘଟଣ। ଗଜପତି ଜିଲ୍ଲା ମୋହନ ଥାନା ଚନ୍ଦ୍ରଗିରି ଶିବ ମନ୍ଦିରରେ ଅଭାବନୀୟ ଘଟଣା ଘଟିଛି। ଆଜି ମହାବିଷୁବ ସଂକ୍ରାନ୍ତି ଥିବାରୁ କିଛି ଲୋକ ଚନ୍ଦ୍ରଗିରି ଶିବ ମନ୍ଦିରକୁ ଦର୍ଶନ ଲାଗି ଯାଇଥିଲେ। ଏତିକି ବେଳେ ମନ୍ଦିର ନିକଟରେ ଥିବା ଏକ ଗଛରୁ ଆସି
Read More...

ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ

ହାଇଦ୍ରାବାଦ: ଖେଳାଳି ଥିବା ପଞ୍ଚ ତାରକା ହୋଟେଲରେ ଅଗ୍ନିକାଣ୍ଡ। ଆଇପିଏଲ ୨୦୨୫ ଜାରି ରହିଥିବା ବେଳେ ଏହା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସନ ରାଇଜର୍ସ ହାଇଦ୍ରାବାଦର ଖେଳାଳିମାନେ ଯେଉଁ ହୋଟେଲରେ ରହୁଥିଲେ ସେଠାରେ ନିଆଁ ଲାଗିଛି। ହୋଟେଲର ତୃତୀୟ ମହଲାରେ ଥିବା ସ୍ପା’ରେ ନିଆଁ
Read More...

ପୁଣି ସଲମାନ ଖାନଙ୍କୁ ହତ୍ୟା ଧମକ

ମୁମ୍ବାଇ: ପୁଣି ସଲମାନଙ୍କୁ ମିଳିଲା ହତ୍ୟା ଧମକ। ଏଥର ସିଧା ଘରେ ପଶି ତାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଆସିଛି। ଏଥିସହିତ ସଲମାନ ଖାନଙ୍କ କାର ଉପରେ ମଧ୍ୟ ବୋମା ମାଡ଼ କରିବାର ନୂଆ ଧମକ ଦେଇଛି ଦୃର୍ବୁତ୍ତ। ସେପଟେ ଏନେଇ ୱର୍ଲି ପୋଲିସ ଷ୍ଟେସନରେ ମାମଲା ରୁଜୁ ହୋଇଛି। କିଏ ଏଭଳି ଧମକ
Read More...